ପର୍କାସିତ 3:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ତମେ କଇଲାସ୍ନି ମୁଇ ସାଉକାର୍, ମକେ ଜାଇ ଜାଇଟା ଦର୍କାର୍, ସେଟା ମର୍ଲଗେ ଆଚେ । ମାତର୍ ତମେ କେତେକ୍ କାକୁର୍ତି ଅଇଆଚାସ୍, ତମେ ଅର୍କିତ୍, ଡୁମ୍ଣ୍ଡା ଆରି କାଣା, ସେଟା ତମେ ନାଜାନାସ୍ । အခန်းကိုကြည့်ပါ။ |
ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।