20 ଦେକା, ମୁଇ କାପାଟେ ଟିଆଅଇ ମାର୍ଲିନି । ଜେ ଜଦି ମର୍ ମାର୍ବା ସବଦ୍ ସୁନି କାପାଟ୍ ଉଗାଡ୍ଲେ ମୁଇ ବିତ୍ରେ ପୁର୍ବି ଆରି ସେମନର୍ ସଙ୍ଗ୍ କାଇବି ।
ସମାନ୍ ସେନ୍ତାର୍ସେ ଏ ସବୁ ଜାକ ଅଇବାଟା ଦେକ୍ଲେ, ସାରାସାରି ଦିନ୍କାଲ୍ ଆରାମ୍ ଅଇଲା ବଲି ତମେ ଜାନା ।
ମାତର୍ ସେ ନିଜର୍ କାଦି କାଇବା ଆଗ୍ତୁ ତର୍ପାଇ ରାନ୍ଦି ନ ଦେବା ଜାକ, ତୁଇ ତାକେ କାଇବାକେ ନ ଦେଉସ୍ ।
ଜାଗୁଆଲ୍ ଦୁଆର୍ ଉଗାଡି ଦେଇସି ଆରି ନାଉଁ ଦାରି ଡାକ୍ସି । ମେଣ୍ଡାମନ୍ ତାର୍ ଡାକ୍ଲାଟା ସୁନ୍ବାଇ, ଆରି ସେମନ୍କେ ବାର୍କରାଇ ଦାରିଜାଇସି ।
ଏ ମର୍ ବାଇବଇନିମନ୍, ନିଜର୍ ନିଜର୍ ବିତ୍ରେ ଦସ୍ ଦାରାଦାରି ଉଆ ନାଇ । ସେନ୍ତିଆଲେ ମାପ୍ରୁ ତମ୍କେ ବିଚାର୍ ନ କରେ । ଦେକା ବଡ୍ ବିଚାର୍କାରିଆ ଲଗେ ଆଚେ ।
ତାର୍ପଚେ ଦୁତ୍ ମକେ କଇଲା, “ଏଟା ଲେକି ସଙ୍ଗଇର । ମେଣ୍ଡାପିଲାର୍ ବିବା ବଜିକେ ଜେତ୍କି ଲକ୍କେ ଡାକ୍ରା ଅଇଲାଆଚେ । ସେମନ୍ କେଡେକ୍ ନିକ କରମର୍ ଲକ୍ ।” ଆରି ଦୁତ୍ କଇଲା, “ଏଟା ପର୍ମେସରର୍ ସତ୍ ବାକିଅ ।”