ପର୍କାସିତ 5:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ଜଗତେ ରଇବା ସବୁ ଜିବନ୍ ରଇବାଟାମନ୍ ଜେନ୍ତାରି କି ସର୍ଗେ ରଇବା ସବୁଜାକ, ଜଗତେରଇବା ସବୁଜାକ, ପାତାଲେ ରଇବା ସବୁଜାକ ଆରି ସମ୍ଦୁରେ ରଇବାଟାମନ୍ ଗିତ୍ ଗାଇତେରଇଲାଇ । ଜେ ବସ୍ବା ଜାଗାଇ ବସିଆଚେ ଆରି ମେଣ୍ଡାପିଲାକେ ଆରାଦନା, ଡାକ୍ପୁଟା, ମଇମା, ଆରି ବପୁ କାଲ୍ କାଲ୍ ଜୁଗ୍ ଜୁଗ୍ ଅ । အခန်းကိုကြည့်ပါ။ |
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !
ତାର୍ପଚେ ବସ୍ବା ଜାଗାର୍ ମଜାଇ ଗଟେକ୍ ମେଣ୍ଡାପିଲା ଟିଆଅଇରଇବାଟା ଦେକ୍ଲି । ତାର୍ ଚାରିବେଟ୍ତି ଚାରିଟା ଜିବନ୍ ରଇବା ପସୁ ଆରି ପାର୍ଚିନ୍ମନ୍ ରଇଲାଇ । ମେଣ୍ଡାପିଲା ମରାଇରଇଲାଟା ପାରା ଡିସ୍ତେରଇଲା । ତାକେ ସାତ୍ଟା ସିଙ୍ଗ୍ ଆରି ସାତ୍ଟା ଆଁକି ରଇଲା । ସେଟା ପର୍ମେସରର୍ ସାତ୍ଟା ଆତ୍ମା ରଇଲା । ପର୍ମେସର୍ ସେ ସାତ୍ଟା ଆତ୍ମାକେ ଗୁଲାଇ ଜଗତେ ପାଟାଇରଇଲା ।