ପର୍କାସିତ 5:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଚାରିଟା ଜିବନ୍ ରଇବା ପସୁମନ୍ କଇଲାଇ, ଆମେନ୍ ! ଆରି ପାର୍ଚିନ୍ମନ୍ ଡାଣ୍ଡାସନ୍ ପଡି ଜୁଆର୍କଲାଇ । အခန်းကိုကြည့်ပါ။ |
ତାର୍ପଚେ ବସ୍ବା ଜାଗାର୍ ମଜାଇ ଗଟେକ୍ ମେଣ୍ଡାପିଲା ଟିଆଅଇରଇବାଟା ଦେକ୍ଲି । ତାର୍ ଚାରିବେଟ୍ତି ଚାରିଟା ଜିବନ୍ ରଇବା ପସୁ ଆରି ପାର୍ଚିନ୍ମନ୍ ରଇଲାଇ । ମେଣ୍ଡାପିଲା ମରାଇରଇଲାଟା ପାରା ଡିସ୍ତେରଇଲା । ତାକେ ସାତ୍ଟା ସିଙ୍ଗ୍ ଆରି ସାତ୍ଟା ଆଁକି ରଇଲା । ସେଟା ପର୍ମେସରର୍ ସାତ୍ଟା ଆତ୍ମା ରଇଲା । ପର୍ମେସର୍ ସେ ସାତ୍ଟା ଆତ୍ମାକେ ଗୁଲାଇ ଜଗତେ ପାଟାଇରଇଲା ।