ପର୍କାସିତ 6:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ସେମନ୍ ଆଉଲି ଅଇକରି କଇଲାଇ “ଏ ମାପ୍ରୁ ପର୍ମେସର୍ ଜେ କି ସବୁର୍ଟାନେଅନି ବପୁର୍ଟା । ତୁଇ ସୁକଲ୍ ଆରି ସତ୍ । ଆମ୍କେ ମରାଇଲା ଲକ୍କେ ବିଚାର୍କରି ଡଣ୍ଡ୍ ଦେବାକେ ଆମେ ଆରି କେତେକ୍ ଦିନ୍ ଜାଗ୍ବୁ ?” အခန်းကိုကြည့်ပါ။ |
ପୁର୍ବେ ପର୍ମେସରର୍ ଲକ୍ମନର୍ ବିତ୍ରେ ମିଚ୍ କାତା କଇବା ବବିସତ୍ବକ୍ତାମନ୍ ମିସା ରଇଲାଇ । ସେନ୍ତାରିସେ ତମର୍ ବିତ୍ରେ ମିସା ମିଚ୍ ସିକାଉମନ୍ ରଇବାଇ । ପର୍ମେସରର୍ ବିସଇ ସେମନ୍ ମିଚ୍ଟା ସିକାଇବାଇ । ଜନ୍ ଲକ୍ମନ୍ ସେ କାତା ବିସ୍ବାସ୍ କର୍ବାଇ, ସେମନ୍ ବିନାସ୍ ଅଇଜିବାଇ । ସେମନ୍କେ ମୁକ୍ଲାଇଲା ନିଜର୍ ମୁକ୍ତିକାରିଆକେ ସେମନ୍ ଚାଡିଦେବାଇ । ସେନ୍ତାରି କଲାର୍ ପାଇ ପର୍ମେସର୍ ସେମନ୍କେ ଦାପ୍ରେ କୁରୁପ୍ନାସ୍ କର୍ସି ।
ଜିଉଦି ନ ଅଇଲା ଲକ୍ମନ୍ ବେସି ରିସା ଅଇଜାଇରଇଲାଇ ।” କାଇକେବଇଲେ ଏବେ ରିସା ଅଇବା ପାଲି ତମର୍ଟା । ଏବେ ମଲା ଲକ୍ମନର୍ ବିଚାର୍ ଅଇସିବେ । ବବିସତ୍ବକ୍ତାମନ୍ ଜେ କି ତମର୍ ଦାଙ୍ଗ୍ଡା ଅଇରଇଲାଇ, ସେମନ୍କେ ପୁରୁସ୍କାର୍ ଦେବା ବେଲା କେଟ୍ଲା । ତକେ ଜେତ୍କି ନାମ୍ବା ଲକ୍, ବଡ୍ସାନ୍ ସମାନ୍ ଅଇକରି ଦର୍ତନିକେ ବିନାସ୍ କରିରଇବା ଲକ୍ମନ୍ ଏବେ ନିଜେ ବିନାସ୍ ଅଇବାଇ ।