ପର୍କାସିତ 6:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ସେମନ୍କେ ସବୁକେ ଗଟେକ୍ ଗଟେକ୍ ଦବ୍ ବସ୍ତର୍ ଦିଆଅଇରଇଲା । ତାକର୍ ସଙ୍ଗେ ରଇବା ଦାଙ୍ଗ୍ଡାମନ୍କେ ଆରି ବାଇମନ୍କେ ତାକର୍ ପାରାସେ ମରାଇଅଇସି । ଜେତ୍କି ଲକ୍ ଅଇବା କାତା, ସେତ୍କି ଲକ୍ ପୁରାପୁରୁନ୍ ନ ଅଇବାଜାକ ସେମନ୍କେ ଆରି କେତେଦିନ୍ ପୁଣ୍ଡିରଇବାକେ କୁଆ ଅଇଲା । အခန်းကိုကြည့်ပါ။ |
ତାର୍ପଚେ ସର୍ଗେଅନି ମୁଇ ଏନ୍ତାରି ସୁନ୍ଲି । “ଏଟା ଲେକି ସଙ୍ଗଇର । ଏବେଅନି ମାପ୍ରୁଟାନେ ମିସ୍ଲାପଚେ ମରିଜିବାଇ ସେ ଲକ୍ମନ୍ କେଡେକ୍ କରମର୍ ଲକ୍ । ଉଁ ବଲି ଆତ୍ମା କଇଲାନି । ଏଟା ସତଇସେ ଗଟ୍ସି, ତାକର୍ ଆବଡ୍ କାମେଅନି ଚନେକ୍ ପୁଣ୍ଡ୍ବାକେ ସେଟା ତାକର୍ ବେଲା ରଇସି । କାଇକେବଇଲେ ସେମନ୍ କରିରଇବା ନିକ କାମର୍ ଲାଗି ସେମନ୍ ପୁରୁସ୍କାର୍ ପାଇବାଇ ।”