ପର୍କାସିତ 6:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ତାର୍ପଚେ ସେ ମେଣ୍ଡାପିଲା ତିନ୍ ଲମର୍ ସିଲ୍ ବାଙ୍ଗାଇଲା । ତିନ୍ ଲମର୍ ଜିବନ୍ ରଇବା ପସୁ ମକେ କଇଲା “ଆଉ ।” ମୁଇ ଦେକ୍ଲି ଆରି ଏଦେ ଦେକା ! ଆରି ଗଟେକ୍ କାଲିଆ ଗଡା ଡିସ୍ଲା । ସେ ଗଡା ଚାଲାଉର୍ ଆତେ ଗଟେକ୍ ତୁଲ୍ବା କେଜି ରଇଲା । အခန်းကိုကြည့်ပါ။ |