7 ତାର୍ପଚେ ସେ ମେଣ୍ଡାପିଲା ଚାରି ଲମର୍ ସିଲ୍ ବାଙ୍ଗାଇଲା । ଆରି ଚାରି ଲମର୍ ଜିବନ୍ ରଇବା ପସୁ ମକେ “ ଆଉ !” ବଲି କଇଲା ।
ସେମନ୍ ଜାଇକରି ଜିସୁକେ କବର୍ ଦେଲାଟାନେ ଜାଗ୍ବାକେ ସନିଅମନ୍ ଟିକ୍ କଲାଇ । କବର୍ ମୁଆଟେ ଡାବି ରଇବା ପାକ୍ନା ଉପ୍ରେ ସିଲ୍ମାରି ଜାଗୁଆଲ୍ମନ୍କେ ଜାଗାଇଲାଇ ।
ପର୍ତୁମର୍ ପସୁ ସିଅଁବାଗ୍ପାରା ଡିସ୍ତେ ରଇଲା । ଦୁଇ ଲମର୍ଟା ସଣ୍ଡ୍ପାରା ରଇଲା । ତିନ୍ ଲମର୍ଟା ଲକର୍ ପାରା ବାନିମୁର୍ତି ରଇଲା । ଆରି ସାରାସାରିର୍ଟା ଉଡିବୁଲ୍ବା ଗିଦ୍ ପାରା ଡିସ୍ତେ ରଇଲା ।
ତାର୍ପଚେ ସେ ମେଣ୍ଡାପିଲା ସାତ୍ଟା ସିଲ୍ ବିତ୍ରେ ପର୍ତୁମ୍ ସିଲ୍ ବାଙ୍ଗାଇବାଟା ମୁଇ ଦେକ୍ଲି । ଚାର୍ଟା ଜିବନ୍ ରଇବା ପସୁମନର୍ ବିତ୍ରେଅନି ଗଟେକ୍ ପସୁ ଗଡ୍ଗଡି ସବଦ୍ପାରା କରି ମକେ କଇଲା “ ଆଉ ।”
ସେ ମେଣ୍ଡାପିଲା ଦୁଇ ଲମର୍ ସିଲ୍ ବାଙ୍ଗାଇଲା । ଆରି ସେ ଦୁଇ ଲମର୍ ଜିବନ୍ ରଇବା ପସୁ ମକେ କଇଲା “ଆଉ ।”
ତାର୍ପଚେ ସେ ମେଣ୍ଡାପିଲା ତିନ୍ ଲମର୍ ସିଲ୍ ବାଙ୍ଗାଇଲା । ତିନ୍ ଲମର୍ ଜିବନ୍ ରଇବା ପସୁ ମକେ କଇଲା “ଆଉ ।” ମୁଇ ଦେକ୍ଲି ଆରି ଏଦେ ଦେକା ! ଆରି ଗଟେକ୍ କାଲିଆ ଗଡା ଡିସ୍ଲା । ସେ ଗଡା ଚାଲାଉର୍ ଆତେ ଗଟେକ୍ ତୁଲ୍ବା କେଜି ରଇଲା ।