ପର୍କାସିତ 7:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ସେମନ୍ ଆଉଲି ଅଇକରି କଇତେ ରଇଲାଇ, “ଆମର୍ ପର୍ମେସର୍ ଜେ କି ବସ୍ବା ଜାଗାଇ ବସିଆଚେ, ତାର୍ଟାନେଅନି ଆରି ମେଣ୍ଡା ପିଲାର୍ ଟାନେଅନି ମୁକ୍ତି ମିଲ୍ସି ।” အခန်းကိုကြည့်ပါ။ |
ତାର୍ପଚେ ସର୍ଗେ ଗଟେକ୍ ଜବର୍ ସବଦ୍ ଅଇବାଟା ମୁଇ ସୁନ୍ଲି । ସେ ସବଦ୍ କଲା “ଏବେ ଲକ୍ମନର୍ପାଇ ଅଇରଇବା ପର୍ମେସରର୍ ମୁକ୍ତି ସିଦ୍ ଅଇଲାଆଚେ । ରାଜା ଇସାବେ ତାର୍ ବପୁ ସେ ଦେକାଇଆଚେ । ତାର୍ ମସିଅ, ତାର୍ ଅଦିକାର୍ ଦେକାଇଲା ଆଚେ ।” କାଇକେବଇଲେ, ଜେ କି ପର୍ମେସରର୍ ମୁଆଟେ ଟିଆଅଇ ଆମର୍ ବାଇବଇନିମନ୍କେ ଦସ୍ ଦେଇତେରଇଲା, ତାକେ ସର୍ଗେଅନି ବାର୍କରାଇ ଦେଲାଆଚେ ।