12 କଇଲାଇ, ଆମେନ୍, ଦନିଅବାଦ୍, ମଇମା, ଗିଆନ୍, ଡାକ୍ପୁଟା, ବପୁ ଆରି ସକ୍ତି କାଲ୍ କାଲ୍ ଜୁଗ୍ ଜୁଗ୍ ଆମର୍ ପର୍ମେସର୍କେ ଅ । ଆମେନ୍, ବଲି କଇତେରଇଲାଇ ।
ବେସି କସ୍ଟ ରଇବା ପରିକା ଆମ୍କେ ମୁରଚ୍ବାକେ ଦିଆ ନାଇ, ମାତର୍ କାରାପ୍ କାମେଅନି ରକିଆ କରା ଜେନ୍ତିକି ତମର୍ ରାଇଜ୍, ତମର୍ ବପୁ, ଆରି ଡାକ୍ପୁଟା ସବୁ ଜୁଗେଜୁଗେ ତମର୍ ଅଇକରି ରଅ । ଆମେନ୍ !
ତିଆର୍ ଅଇଲା ସବୁ ବିସଇ ସେ ସେ ଚାଲାଇଲାନି । ଆରି ସବୁ ବିସଇ ତାର୍ପାଇସେ । ପର୍ମେସର୍, କାଲେ କାଲେ ଜୁଗେ ଜୁଗେ, ତାର୍ ଡାକ୍ପୁଟା ଅ । ଆମେନ୍ !
କାଇକେବଇଲେ ପର୍ମେସର୍କେ ଆତ୍ମାଇସେ ଦନିଅବାଦ୍ ଦେଇସା, ସବାଇ ରଇଲା ମାମୁଲି ଲକ୍ମନ୍ ତମର୍ ପାର୍ତନା ସୁନିକରି, କେ ଆମେନ୍ ବଲି କଇପାର୍ବାଇ ? ନାଇ ନା ପାରେ । କାଇକେବଇଲେ ତମେ କାଇଟା କଇଲାସ୍ନି, ସେଟା ସେ ନାଜାନେ ।
ତେବର୍ପାଇ ଜେତ୍କି ସବୁ ସାଦ୍ନା ବାନ୍ଦ୍ନା ଆଇଲାନି, ସେ ସବୁ ବିସଇ ତମର୍ ମଙ୍ଗଲର୍ପାଇ ସେ ଅଇଲାନି । ପର୍ମେସରର୍ ଜିବନ୍ ଦୁକାଇଲାଟା ଅଦିକ୍ ଅଦିକ୍ ଅଇକରି ଲକ୍ମନର୍ଟାନେ କେଟ୍ସି, ଆରି ସେମନ୍ ସବୁଲକ୍ ତାକେ ଦନିଅବାଦ୍ ଦେବାଇ ।
କିରିସ୍ଟର୍ ବିସଇ ବିସ୍ବାସ୍ କରିରଇବା କବର୍ ଡାଟ୍ସଙ୍ଗ୍ ଦାରିରୁଆ । ତାର୍ ବିସଇ ଅଦିକ୍ ଅଦିକ୍ ସିକା ଆରି ବିସ୍ବାସେ ଡାଟ୍ ଉଆ । ଜେନ୍ତିକି ତମ୍କେ ସିକାଇଲାପାରା, ପର୍ମେସର୍କେ ଦନିଅବାଦ୍ ଦେଇତେରୁଆ ।
ତମେ କାଇଟା ମିସା କଇଲେ କି କଲେ, ସେ ସବୁ ମାପ୍ରୁ ଜିସୁର୍ ନାଉଁଦାରି ବାବା ପର୍ମେସର୍କେ ଦନିଅବାଦ୍ ଦିଆସ୍ ।
ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଲାଗି ସେ ଗଟେକ୍ ସେ ପର୍ମେସର୍, ଜେ କି ଆମ୍କେ ରକିଆ କଲାଆଚେ । ସବୁ ଡାକ୍ପୁଟା, ମଇମା, ବପୁ ଆରି ସାସନ୍ କାଇଟା ନ ଅଇତେ ତାର୍ଟାସେ ରଇଲା, ଏବେ ତାର୍ଟାସେ ଆଚେ ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ତାର୍ଟାସେ ରଇସି । ଆମେନ୍ !
ମୁଇସେ ଜିବନ୍ ରଇବା ଲକ୍ । କାଇକେବଇଲେ ମୁଇ ମରିରଇଲି ମିସା ଦେକା କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚିକରି ଆଚି । ମର୍ ଆତେ ମରନର୍ ଆରି ପାତାଲର୍ କୁଚିକାଡି ଆଚେ । ମରିରଇବା ସବୁ ଲକ୍ମନର୍ ଉପ୍ରେ ଆରି ମଲାଲକ୍ମନ୍କେ କନ୍ତି ପାଟାଇବାର୍, ସେଟା ମର୍ ଅଦିକାର୍ଆଚେ ।
୨୪ ପାର୍ଚିନ୍ମନ୍ ଆରି ଚାର୍ଟା ଜିବନ୍ ରଇବା ପସୁମନ୍ ଡାଣ୍ଡାସନ୍ ପଡି ବସ୍ବା ଜାଗାଇ ବସିରଇବା ପର୍ମେସର୍କେ ଜୁଆର୍ କଲାଇ । ଆମେନ୍ ପର୍ମେସର୍ ଡାକ୍ପୁଟା ପାଅ । ବଇଲାଇ ।