ପର୍କାସିତ 7:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ମୁଇ ତାକେ କଇଲି “ଆଗିଆ ମୁଇ ନାଜାନି, ତୁଇତା ଜାନୁସ୍ ।” ସେ ମକେ କଇଲା “ବେସି ବଡ୍ ତାଡ୍ନା ପଚେ ରକିଆ ପାଇ ଆଇଲାଇଆଚତ୍ । ମେଣ୍ଡାପିଲାର୍ ବନି ସଙ୍ଗ୍ ସେମନ୍ ତାକର୍ ବସ୍ତର୍ ଦଇକରି ଦବ୍ କଲାଇଆଚତ୍ ।” အခန်းကိုကြည့်ပါ။ |
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।
ତାର୍ପଚେ କାଁଚ୍ ପାରା ଡିସ୍ବା ସମ୍ଦୁର୍ ସଙ୍ଗ୍ ଜଇ ମିସାଇଲା ପାରାଟା ଗଟେକ୍ ଦେକ୍ଲି । ପସୁ ଆରି ତାର୍ ମୁର୍ତି ଉପ୍ରେ ଜୁଇଦ୍ କରି ଜିତିରଇବା ଲକ୍ମନ୍କେ ମିସା ମୁଇ ଦେକ୍ଲି । ସେ ପସୁର୍ ନାଉଁ ଗଟେକ୍ ଲମରର୍ ବାଦୁଲେ ରଇଲା । ସେମନ୍ କାଁଚର୍ ସମ୍ଦୁର୍ ପାଲିବାଟେ ଟିଆ ଅଇରଇଲାଇ । ପର୍ମେସର୍ ସେମନ୍କେ ଦେଇରଇବା ବିଣା ତାକର୍ ଆତେ ରଇଲା ।