ପର୍କାସିତ 7:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ସେଟାର୍ ପାଇ ସେ ଲକ୍ମନ୍ ପର୍ମେସରର୍ ବସ୍ବା ଜାଗାର୍ ମୁଆଟେ ରଇ ତାର୍ ମନ୍ଦିରେ ଦିନ୍ ରାତି ତାକେ ସେବା କଲାଇନି । ଜେ ବସ୍ବା ଜାଗାଇ ବସ୍ଲାଆଚେ, ସେ ସେମନ୍କେ ରକିଆ କର୍ସି । အခန်းကိုကြည့်ပါ။ |
ପର୍ମେସରର୍ ମନ୍ଦିରେ ପୁତ୍ଲା ପୁଜା କର୍ବାର୍ ନ ଅଏ । ଆମେ ପର୍ମେସରର୍ ମନ୍ଦିର୍ ପାରା । କାଇକେବଇଲେ ଜିବନ୍ ରଇବା ପର୍ମେସର୍ ଆମର୍ ବିତ୍ରେ ବାସା ଅଇଆଚେ । ସେ ନିଜେ କଇଲାଆଚେ “ ଜନ୍ ଲକ୍ମନ୍ ମର୍ ଲକ୍, ମୁଇ ସେମନର୍ ସଙ୍ଗ୍ ରଇବି । ତାକର୍ ବିତ୍ରେ ଚାଲାବୁଲା କର୍ବି । ମୁଇ ସେମନର୍ ପର୍ମେସର୍ ଅଇବି । ଆରି ସେମନ୍ ମର୍ ଲକ୍ ଅଇବାଇ ।”
ତାର୍ପଚେ ସଇତାନ୍ ଜେ କି ସେମନ୍କେ ନାଡାଇଲା, ଜଇ ଆରି ଗନ୍ଦ୍ରସ୍ ରଇବା ଗାଡେ ପିଙ୍ଗାଅଇଲା । ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଆଗେଅନି ତେଇ ପିଙ୍ଗାଅଇରଇଲାଇ । ସେମନ୍ ତେଇରଇକରି ଦିନ୍ ରାତି କାଲ୍ କାଲ୍ ଜୁଗ୍ ଜୁଗ୍ ସେ ଲକ୍ମନ୍କେ କାବା କରିରଇଲା, ତାକେ ଜଇ ଆରି ଗନ୍ଦ୍ତେ ରଇବା ଗାଡେ ନସ୍ଟ କରାଇଲା, ସେ ତେଇ ସେ ପସୁ ଆରି ମିଚ୍ସିକିଆ ଦେଉଁ ବାବବାଦିମନ୍ ମିସା ଆଚତ୍, ଆରି ସେ ଲକ୍ମନ୍ ଦିନ୍ରାତିଜାକ କସ୍ଟ ବଗ୍ବାଇ ।