ପର୍କାସିତ 7:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 କାଇକେବଇଲେ ବସ୍ବା ଜାଗାର୍ ମଜାଇ ରଇବା ମେଣ୍ଡାପିଲା, ସେ ଲକ୍ମନର୍ ସେବାକାରିଆ ଅଇସି, ଆରି ଜିବନ୍ ରଇବା ଗାଡ୍ବାଟେ ସେ ଲକ୍ମନ୍କେ ବାଟ୍କାଡାଇ ନେଇସି । ଆରି ପର୍ମେସର୍ ସେ ଲକ୍ମନର୍ ଆକିର୍ ଆଁସୁ ପୁଚି ଦେଇସି । အခန်းကိုကြည့်ပါ။ |
ତମେ ଦେକାରକା କର୍ବା ବିସ୍ବାସିମନ୍କେ ଜତନ୍ କରା । କାଇକେବଇଲେ ସେମନ୍ ପର୍ମେସରର୍ ମେଣ୍ଡାରାସି ପାରା । ପର୍ମେସର୍ ସେ ଲକ୍ମନ୍କେ ତମ୍କେ ସର୍ପିଦେଇଆଚେ । ତମେ ସାର୍ଦାସଙ୍ଗ୍ ତାକର୍ ଜତନ୍ ନେବାର୍ଆଚେ । କାଇକେବଇଲେ ସେଟା ସେ ମନ୍ କଲାନି । ଡାବୁ ଆସା ଅଇକରି ଏ କାମ୍ କର୍ବାର୍ ନାଇ । ତାର୍ବାଦୁଲେ, ପର୍ମେସର୍କେ ଆରି ତାର୍ ଲକ୍ମନ୍କେ ସେବାକର୍ବାକେ ମନ୍ କରି ସେଟା କରା ।
ତାର୍ପଚେ ବସ୍ବା ଜାଗାର୍ ମଜାଇ ଗଟେକ୍ ମେଣ୍ଡାପିଲା ଟିଆଅଇରଇବାଟା ଦେକ୍ଲି । ତାର୍ ଚାରିବେଟ୍ତି ଚାରିଟା ଜିବନ୍ ରଇବା ପସୁ ଆରି ପାର୍ଚିନ୍ମନ୍ ରଇଲାଇ । ମେଣ୍ଡାପିଲା ମରାଇରଇଲାଟା ପାରା ଡିସ୍ତେରଇଲା । ତାକେ ସାତ୍ଟା ସିଙ୍ଗ୍ ଆରି ସାତ୍ଟା ଆଁକି ରଇଲା । ସେଟା ପର୍ମେସରର୍ ସାତ୍ଟା ଆତ୍ମା ରଇଲା । ପର୍ମେସର୍ ସେ ସାତ୍ଟା ଆତ୍ମାକେ ଗୁଲାଇ ଜଗତେ ପାଟାଇରଇଲା ।