ପର୍କାସିତ 9:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ତାର୍ପଚେ ପାଁଚ୍ ଲମରର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା ! ବାଦଲେଅନି ଦର୍ତନି ଉପ୍ରେ ଅଦ୍ରି ରଇବା ଗଟେକ୍ ତାରା ଦେକ୍ଲି । ତାକେ ପାତାଲର୍ କୁଚିକାଡି ଦିଆଅଇରଇଲା । အခန်းကိုကြည့်ပါ။ |
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।
ତାର୍ପଚେ ସଇତାନ୍ ଜେ କି ସେମନ୍କେ ନାଡାଇଲା, ଜଇ ଆରି ଗନ୍ଦ୍ରସ୍ ରଇବା ଗାଡେ ପିଙ୍ଗାଅଇଲା । ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଆଗେଅନି ତେଇ ପିଙ୍ଗାଅଇରଇଲାଇ । ସେମନ୍ ତେଇରଇକରି ଦିନ୍ ରାତି କାଲ୍ କାଲ୍ ଜୁଗ୍ ଜୁଗ୍ ସେ ଲକ୍ମନ୍କେ କାବା କରିରଇଲା, ତାକେ ଜଇ ଆରି ଗନ୍ଦ୍ତେ ରଇବା ଗାଡେ ନସ୍ଟ କରାଇଲା, ସେ ତେଇ ସେ ପସୁ ଆରି ମିଚ୍ସିକିଆ ଦେଉଁ ବାବବାଦିମନ୍ ମିସା ଆଚତ୍, ଆରି ସେ ଲକ୍ମନ୍ ଦିନ୍ରାତିଜାକ କସ୍ଟ ବଗ୍ବାଇ ।
ତାର୍ପଚେ ଚାର୍ ଲମରର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା ! ବେଲର୍ ତିନ୍ବାଗେଅନି ଗଟେକ୍ ବାଗ୍କେ ମାଡ୍ ଅଇଲା । ସେନ୍ତାରିସେ ଜନର୍ ତିନ୍ବାଗେଅନି ଗଟେକ୍ ବାଗ୍, ଆରି ତାରା ମନର୍ ତିନ୍ବାଗେ ଅନି ଗଟେକ୍ ବାଗ୍ ନସ୍ଟ ଅଇଗାଲା । ତେବର୍ ପାଇ ଜନ୍ ଆରି ତାରାମନର୍ ଉଜଲ୍ ଦେବାଟା ତିନ୍ବାଗେଅନି ଗଟେକ୍ ବାଗ୍ ଉନା ଅଇଗାଲା । ତାର୍ପଚେ ଦିନ୍ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଆରି ରାତି ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଉଜଲ୍ ନ ରଇଲା ।