10 ବିସ୍କାକ୍ଡା ମନର୍ ପାରା ସେମନର୍ ଲେଞ୍ଜ୍ ଗଜିଆ ରଇଲା । ଆରି ବିସ୍କାକ୍ଡା ପାରା ଚାବ୍ତେରଇଲା । ପାଁଚ୍ମାସ୍ ଜାକ ଲକ୍ମନ୍କେ ନସାଇବାକେ ତାକର୍ ଲେଞ୍ଜର୍ ବପୁ ରଇଲା ।
କି ଗାର୍ ମାଙ୍ଗ୍ଲେ, ସେ ତାକେ ବିସ୍କାକ୍ଡା ଦେଇସି ?
ଗଡାମନର୍ ବପୁ ତାକର୍ ଟଣ୍ଡେ ଆରି ତାକର୍ ଲେଞ୍ଜେ ମିସିକରି ରଇଲା । ତାକର୍ ଲେଞ୍ଜ୍ ମୁଣ୍ଡ୍ ରଇବା ସାଁପ୍ମନର୍ ପାରା ରଇଲା । ସେଟାସଙ୍ଗ୍ ସେମନ୍ ଲକ୍ମନ୍କେ ମାର୍ତେରଇଲାଇ ।
ଦର୍ତନିଟାନେ ରଇବା ଦୁଆଁର୍ ଲାଗି, ତେଇଅନି ଚିଟ୍କାମନ୍ ବାରଇଲାଇ । ସେଟାମନ୍କେ ବିସ୍କାକ୍ଡାର୍ ପାରା ବପୁ ଦିଆଅଇରଇଲା ।
ଏ ଲକ୍ମନ୍କେ ମରାଇବାକେ ଚିଟ୍କାମନ୍କେ ଆଦେସ୍ ନ ଦେଇରଇଲା । ମାତର୍ ପାଁଚ୍ମାସ୍ ଜାକ ସେମନ୍କେ କସ୍ଟ ଦେବାକେ ସେମନ୍ ଜନ୍ କସ୍ଟ ପାଇବାଇ, ସେଟା ଗଟେକ୍ ବିସ୍କାକ୍ଡା ଚାବ୍ଲାବେଲର୍ ଦୁକାପାରା ରଇସି ।