ପର୍କାସିତ 9:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ତାକର୍ ଉପ୍ରେ ଗଟେକ୍ ରାଜା ସାସନ୍ କର୍ତେରଇଲା । ସେ ପାତାଲେ ଦେକା ରକା କର୍ବା ଦୁତ୍ । ଏବ୍ରି ବାସାଇ ତାର୍ ନାଉଁ ଅଇଲାନି ଅବଦନ୍ । ଆରି ଗିରିକ୍ ବାସାଇ ଅପଲିୟନ୍ । ତାର୍ ଅରତ୍ ଅଇଲାନି କୁରୁପ୍ନାସ୍ କର୍ବା ଲକ୍ । အခန်းကိုကြည့်ပါ။ |
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।