13 ତାର୍ପଚେ ଚଅ ଲମରର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା ! ପର୍ମେସର୍ ମୁଆଁଟେ ରଇବା ସୁନା ବେଦିର୍ ଚାରିଟା କନେଅନି ମୁଇ ଗଟେକ୍ ସବଦ୍ ସୁନ୍ଲି ।
ଆରି ସେତ୍କିସେ ନଏଁ, ଆମ୍କେ ଏବେ ଗଟେକ୍ ବଡ୍ ପୁଜାରିଆଚେ । ଜେ କି ପରମେସର୍ ଗରର୍ ଅଦିକାରେ ରଇବା ଲକ୍ ।
କାଇକେବଇଲେ ଲକ୍ମନର୍ ଆତେ ତିଆର୍ ଅଇଲା ସୁକଲ୍ ଜାଗାଇ କିରିସ୍ଟ ଜାଏନାଇ । ସେଟା ସତ୍ ଜାଗାର୍ ଚାୟାସେ ରଇଲା । ମାତର୍ ସେ ସତ୍ରେ ସର୍ଗେ ଗାଲା । ଆରି ସେ ଏବେ ତେଇ ଆଚେ । ପର୍ମେସରର୍ ମୁଆଟେ ଆମର୍ ପାଇ ଗୁଆରି କଲାନି ।
ତାର୍ପଚେ ପର୍ମେସରର୍ ମୁଆଟେ ସାତ୍ଟା ଦୁତ୍ମନ୍କେ ଟିଆଅଇ ରଇଲାଟା ମୁଇ ଦେକ୍ଲି । ସେ ମନ୍କେ ସାତ୍ଟା ମଇରି ଦିଆଅଇ ରଇଲା ।
ତାର୍ପଚେ ପାଁଚ୍ ଲମରର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା ! ବାଦଲେଅନି ଦର୍ତନି ଉପ୍ରେ ଅଦ୍ରି ରଇବା ଗଟେକ୍ ତାରା ଦେକ୍ଲି । ତାକେ ପାତାଲର୍ କୁଚିକାଡି ଦିଆଅଇରଇଲା ।