14 ସେ ସବଦ୍ ଚଅ ଲମର୍ ଦୁତ୍କେ କଇଲା, ବଡ୍ ଗାଡ୍ ଇଉପର୍ଟିସ୍ ଗାଡେ, ବାନ୍ଦି ସଙ୍ଗଇବା ଚାରିଟା ଦୁତ୍ମନ୍କେ ମୁକ୍ଲାଇଦେସ୍ ।
ତାର୍ପଚେ ଚଅ ଲମର୍ ଦୁତ୍ ତାର୍ ରିସାର୍ ଗିନା ଇଉପର୍ଟିସ୍ ନାଉଁର୍ ଗଟେକ୍ ବଡ୍ଗାଡେ ଆଜାଡିଦେଲା । ଆରି ଏଦେ ଦେକା ! ସେ ଗାଡର୍ ପାନି ଆଁଟିଗାଲା । ସେନ୍ତାରି ପୁର୍ବେଅନି ଜନ୍ ରାଜାମନ୍ ଆରି ତାକର୍ ସନିଅମନ୍ ଆଇବାର୍ ରଇଲା, ସେମନର୍ପାଇ ବାଟ୍ ତିଆର୍ଅଇଲା ।
ତାର୍ପଚେ ଦର୍ତନିର୍ ଚାରିଟା କନେ ଚାରିଟା ଦୁତ୍ ଟିଆଅଇରଇବାଟା ମୁଇ ଦେକ୍ଲି । ଜେନ୍ତାରିକି କାଇ ପବନ୍ ଦର୍ତନି କି ସମ୍ଦୁରେ କି କାଇ ଗଚ୍ ଉପ୍ରେ ନ ଆଇବାକେ ପବନ୍କେ ଦାରି ଅଟକାଇ ରଇଲା ।
ପୁରୁବ୍ ଦିଗେଅନି ଆରି ଗଟେକ୍ ଜିବନ୍ ରଇବା ପର୍ମେସରର୍ ସିଲ୍ ସଙ୍ଗ୍ ଆଇବାଟା ମୁଇ ଦେକ୍ଲି । ସେ ଦୁତ୍ ସେ ଚାର୍ଟା ଦୁତ୍ମନ୍କେ ଆଉଲି ଅଇ ଡାକି କଇଲା । ପର୍ମେସର୍ ସେମନ୍କେ ଦର୍ତନି ଆରି ସମ୍ଦୁର୍ ବିନାସ୍ କର୍ବାକେ ବପୁ ଦେଇରଇଲା ।
ତାର୍ପଚେ ପର୍ମେସରର୍ ମୁଆଟେ ସାତ୍ଟା ଦୁତ୍ମନ୍କେ ଟିଆଅଇ ରଇଲାଟା ମୁଇ ଦେକ୍ଲି । ସେ ମନ୍କେ ସାତ୍ଟା ମଇରି ଦିଆଅଇ ରଇଲା ।
ତାର୍ପଚେ ସାତ୍ଟା ମଇରି ଦାରିରଇବା ସାତ୍ଟା ଦୁତ୍ ସେଟା ପୁକ୍ବାକେ ତିଆର୍ଅଇଲାଇ ।
ଚାର୍ଟା ଦୁତ୍ମନ୍କେ ମୁକ୍ଲାଇଲା । ଗୁଲାଇ ମୁନୁସ୍ଜାତିର୍ ତିନ୍ ବାଗେଅନି ଗଟେକ୍ ବାଗ୍କେ ମରାଇବାକେ ସେମନ୍କେ ତିଆର୍ କରି ସଙ୍ଗଇରଇଲା । ଏ ସମାନ୍ ବରସର୍, ସମାନ୍ ମାସର୍, ସମାନ୍ ଦିନର୍, ସମାନ୍ ଗଁଟାର୍ପାଇ ସେମନ୍କେ ସଙ୍ଗଇରଇଲା ।