ପର୍କାସିତ 9:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ଚାର୍ଟା ଦୁତ୍ମନ୍କେ ମୁକ୍ଲାଇଲା । ଗୁଲାଇ ମୁନୁସ୍ଜାତିର୍ ତିନ୍ ବାଗେଅନି ଗଟେକ୍ ବାଗ୍କେ ମରାଇବାକେ ସେମନ୍କେ ତିଆର୍ କରି ସଙ୍ଗଇରଇଲା । ଏ ସମାନ୍ ବରସର୍, ସମାନ୍ ମାସର୍, ସମାନ୍ ଦିନର୍, ସମାନ୍ ଗଁଟାର୍ପାଇ ସେମନ୍କେ ସଙ୍ଗଇରଇଲା । အခန်းကိုကြည့်ပါ။ |