16 ତାର୍ପଚେ ଗଟେକ୍ ବଡ୍ଦଲ୍ ଅଇକରି ଗଡାଲଗେ ଆଇତେ ରଇବା ସନିଅମନ୍ ଜନ୍ଲକ୍ମନ୍ କି ଦୁଇସ ଲକିଅ ଲକ୍ମନ୍ ଆଚତ୍ ବଲି ସେମନ୍ କଇଲାଇ, ସେଟା ଦେକ୍ଲି ।
ମୁଇ ଆରିତରେକ୍ ଦେକ୍ଲି । ତେଇ ଅଜାର୍ ଅଜାର୍ ଦୁତ୍ମନର୍ ସବଦ୍ ସୁନ୍ଲି । ସେ ଦୁତ୍ମନ୍ ଚାରିଟା ପସୁମନର୍ ଆରି ପାର୍ଚିନ୍ମନର୍ ଚାରିବେଟ୍ତି ଟିଆ ଅଇଲାଇ ।
ସେମନ୍ ସେ ଲକ୍ମନ୍କେ ଚିନ୍ କରି ସାରାଇଲା ପଚେ, ସଏ ଚାଲିସ୍ ଚାରି ଅଜାର୍ ଲକ୍ମନ୍କେ ଚିନ୍ ଦେଲୁ ବଲି ମକେ କଇଲା । ସେମନ୍ ଇସ୍ରାଏଲର୍ ବାର୍ଟା ବଁସେଅନି ରଇଲାଇ ।