ପର୍କାସିତ 9:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ଗୁଲାଇ ମୁନୁସ୍ ଜାତିର୍ ତିନ୍ବାଗେ ଅନି ଗଟେକ୍ ବାଗ୍ ସେ ତିନ୍ଟା ମର୍ଡିର୍ଲାଗି ମରିଗାଲାଇ । ଗଡାମନର୍ ଟଣ୍ଡେଅନି ଆଇବା ଜଇ ଦୁଆଁ ଆରି ଗନ୍ଦ୍ପାରା ତିନ୍ଟା ମର୍ଡି ଅଇଲା । အခန်းကိုကြည့်ပါ။ |
ତାର୍ପଚେ ଚାର୍ ଲମରର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା ! ବେଲର୍ ତିନ୍ବାଗେଅନି ଗଟେକ୍ ବାଗ୍କେ ମାଡ୍ ଅଇଲା । ସେନ୍ତାରିସେ ଜନର୍ ତିନ୍ବାଗେଅନି ଗଟେକ୍ ବାଗ୍, ଆରି ତାରା ମନର୍ ତିନ୍ବାଗେ ଅନି ଗଟେକ୍ ବାଗ୍ ନସ୍ଟ ଅଇଗାଲା । ତେବର୍ ପାଇ ଜନ୍ ଆରି ତାରାମନର୍ ଉଜଲ୍ ଦେବାଟା ତିନ୍ବାଗେଅନି ଗଟେକ୍ ବାଗ୍ ଉନା ଅଇଗାଲା । ତାର୍ପଚେ ଦିନ୍ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଆରି ରାତି ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଉଜଲ୍ ନ ରଇଲା ।