ପର୍କାସିତ 9:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ଏ ମର୍ଡି ଅଇଲାର୍ ପାଇ ଜେତ୍କି ରଇଲା ମନସ୍ ଜାତି, ଆତେ ତିଆର୍କରି ରଇବାଟାକେ ଚାଡତ୍ନାଇ । ଗଚ୍ସଙ୍ଗ୍, ପାକ୍ନାସଙ୍ଗ୍, ପିତଲ୍ସଙ୍ଗ୍, ରୁପାସଙ୍ଗ୍ ଆରି ସୁନାସଙ୍ଗ୍ ତିଆର୍ କରିରଇବା ମୁର୍ତିମନ୍କେ ଆରି ଡୁମାମନ୍କେ ସେବା କର୍ବାଟା ସେମନ୍ ଚାଡତ୍ନାଇ । အခန်းကိုကြည့်ပါ။ |
ମୁଇ ଚିନ୍ତାଇ ଆଚି ଜେ, ମୁଇ ଆରିତରେକ୍ ଆଇଲାବେଲେ, ତମର୍ ମୁଆଟେ ମକେ ପର୍ମେସର୍ ଲାଜ୍ କରାଇସି । ଆରି ମୁଇ ବେସି ଦୁକ୍ ଅଇବି । କାଇକେବଇଲେ, ଆଗେ ଜେତ୍କି ଲକ୍ ପାପ୍ କରି ଆଚତ୍ ବଲି ମୁଇ ଜାନିଆଚି । ସେମନ୍ ଏବ୍କେ ଜାକ ତାକର୍ କାରାପ୍ ଚଲାଚଲ୍ତିର୍ ଲାଗି ମାନି ଅଅତ୍ ନାଇ । ଜନ୍ଟାକି ନିଜର୍ କାରାପ୍ ମନ୍ କଲା ଇସାବେ ବଁଚ୍ବାଟା ଆରି ବେସିଆ କାମ୍ କର୍ବାଟା ।