3 ଦର୍ତନିଟାନେ ରଇବା ଦୁଆଁର୍ ଲାଗି, ତେଇଅନି ଚିଟ୍କାମନ୍ ବାରଇଲାଇ । ସେଟାମନ୍କେ ବିସ୍କାକ୍ଡାର୍ ପାରା ବପୁ ଦିଆଅଇରଇଲା ।
ଦେକା, ମୁଇ ତମ୍କେ ସାଁପ୍ ଆରି ବିସ୍କାକ୍ଡା ଉପ୍ରେ ଇଣ୍ଡ୍ବାକେ ବପୁ ଦେଲିଆଚି, ଆରି ସତ୍ରୁର୍ ଉପ୍ରେ ରଇବା ବପୁ ମିସା ଦେଲିଆଚି । ତମ୍କେ କେ ମିସା କାଇଟା କରିନାପାରତ୍ ।
ଏ ଲକ୍ମନ୍କେ ମରାଇବାକେ ଚିଟ୍କାମନ୍କେ ଆଦେସ୍ ନ ଦେଇରଇଲା । ମାତର୍ ପାଁଚ୍ମାସ୍ ଜାକ ସେମନ୍କେ କସ୍ଟ ଦେବାକେ ସେମନ୍ ଜନ୍ କସ୍ଟ ପାଇବାଇ, ସେଟା ଗଟେକ୍ ବିସ୍କାକ୍ଡା ଚାବ୍ଲାବେଲର୍ ଦୁକାପାରା ରଇସି ।
ଜୁଇଦ୍ ପାଇ ତିଆର୍ ଅଇରଇବା ଗଡାମନର୍ପାରା ସେ ଚିଟ୍କାମନ୍ ଡିସ୍ତେରଇଲାଇ । ସେମନର୍ ମୁଣ୍ଡ୍ ସୁନାର୍ ମୁକୁଟ୍ ପିନ୍ଦି ରଇଲାଇ । ସେମନର୍ ମୁ ଲକ୍ମନର୍ ମୁ ପାରା ରଇଲା ।