5 ଏ ଲକ୍ମନ୍କେ ମରାଇବାକେ ଚିଟ୍କାମନ୍କେ ଆଦେସ୍ ନ ଦେଇରଇଲା । ମାତର୍ ପାଁଚ୍ମାସ୍ ଜାକ ସେମନ୍କେ କସ୍ଟ ଦେବାକେ ସେମନ୍ ଜନ୍ କସ୍ଟ ପାଇବାଇ, ସେଟା ଗଟେକ୍ ବିସ୍କାକ୍ଡା ଚାବ୍ଲାବେଲର୍ ଦୁକାପାରା ରଇସି ।
ଜିସୁ ତାକେ କଇଲା, “ପର୍ମେସର୍ ତକେ ଦେଲାକେସେ ମର୍ ଉପ୍ରେ ତର୍ ଅଦିକାର୍ ଆଚେ, ମାତର୍ ତର୍ଟାନେ ମକେ ଜେ ସର୍ପି ଦେଲାଆଚେ, ତାର୍ ପାପ୍ ଅଦିକ୍ ଜବର୍ ।”
ସେମନ୍ ତାକର୍ କବର୍ ଜାନାଇଲା ପଚେ, ଗଟେକ୍ ବେସି ଡର୍ ଲାଗ୍ବା ପସୁ ପାତାଲେଅନି ବାରଇଆସି ତାକର୍ ବିରୁଦେ ଜୁଇଦ୍ କର୍ସି । ସେ ପସୁ ସେମନ୍କେ ଆରାଇକରି ମରାଇଦେଇସି ।
ସେ ପସୁକେ ୪୨ ମାସ୍ଜାକ ଅଦିକାର୍ ସଙ୍ଗଇବାକେ ଆରି ପର୍ମେସରର୍ ବିରୁଦେ ବଡ୍ପନ୍ କାତା କଇବାକେ ପର୍ମେସର୍ ଆଦେସ୍ ଦେଲା ।
ପର୍ମେସର୍ ଲକ୍ମନର୍ ସଙ୍ଗ୍ ଜୁଇଦ୍ କରି ସେମନ୍କେ ଆରାଇବାକେ ତାକେ ଅଦିକାର୍ ଦିଆଅଇଲା । ସବୁ ବଁସର୍ ଉପ୍ରେ, ରାଇଜର୍ ଉପ୍ରେ, ବାସା ଉପ୍ରେ ଆରି ଜାତିର୍ ପାଇ ତାକେ ଅଦିକାର୍ ଦିଆଅଇଲା ।
ବିସ୍କାକ୍ଡା ମନର୍ ପାରା ସେମନର୍ ଲେଞ୍ଜ୍ ଗଜିଆ ରଇଲା । ଆରି ବିସ୍କାକ୍ଡା ପାରା ଚାବ୍ତେରଇଲା । ପାଁଚ୍ମାସ୍ ଜାକ ଲକ୍ମନ୍କେ ନସାଇବାକେ ତାକର୍ ଲେଞ୍ଜର୍ ବପୁ ରଇଲା ।
ଦର୍ତନିଟାନେ ରଇବା ଦୁଆଁର୍ ଲାଗି, ତେଇଅନି ଚିଟ୍କାମନ୍ ବାରଇଲାଇ । ସେଟାମନ୍କେ ବିସ୍କାକ୍ଡାର୍ ପାରା ବପୁ ଦିଆଅଇରଇଲା ।