6 ସେ ପାଁଚ୍ମାସ୍ ଜାକ କେନ୍ତି କରି ମର୍ବୁ ବଲି ବାଟ୍ କଜ୍ବାଇ । ମାତର୍ ସେଟା ମିଲାଇନାପାରତ୍ । ସେମନ୍ ମର୍ବାକେ ବେସି ମନ୍ କର୍ବାଇ, ମାତର୍ ସେଟା ନ ଅଏ ।
ସେବେଲାଇ ଲକ୍ମନ୍ ଡଙ୍ଗର୍ମନ୍କେ କଇବାର୍ ଦାର୍ବାଇ, ଆମର୍ ଉପ୍ରେ ଅଦ୍ରି ଦିଆସ୍ । କୁପ୍ଲିମନ୍କେ କଇବାର୍ ଦାର୍ବାଇ, ଆମ୍କେ ତପିଦିଆସ୍ ।
ସେମନ୍ ଆମ୍କେ ଦୟା କର୍ ବଲି ବାବୁଜିଆ କଲାଇ । ଆରି ଡଙ୍ଗର୍ମନ୍କେ ଆରି ପାକ୍ନାମନ୍କେ ଆଉଲିଅଇକରି କଇଲାଇ, “ଆମର୍ ଉପ୍ରେ ଅଦ୍ରା ଆରି ଆମ୍କେ ଆଡୁକା ଉଆ । ଜେନ୍ତାରି କି ଜେ ବସ୍ବା ଜାଗାଇ ବସିଆଚେ, ସେ ଆମ୍କେ ନ ଦେକେ । ଆରି ମେଣ୍ଡାର୍ ବଡ୍ ରିସାଇଅନି ଆମେ ରକିଆ ପାଇବୁ ।