8 ସେମନର୍ ଚେଣ୍ଡି ମାଇଜିଟକିମନର୍ପାରା ଆରି ଦାତ୍ ସିଅଁମନର୍ପାରା ରଇଲା । ତାକର୍ ବୁକେ ଲୁଆର୍ ସାଞ୍ଜୁ ଡାବିଅଇରଇଲା ।
ଜେନ୍ତିକି ଜିସାଇୟ ମିସା କଇରଇଲା, “ସବୁର୍ଟାନେଅନି ବପୁ ରଇବା ମାପ୍ରୁ, ଆମର୍ କେତେଟା ଲକ୍ମନ୍କେ ରକିଆ କରି ନ ରଇଲେ, ଆମର୍ ଦସା ସଦମ୍ ଆରି ଗମ୍ରାର୍ ଲକ୍ମନର୍ ପାରା ଅଇତା ।”
ସେନ୍ତାରିସେ ମାଇଜିମନ୍ ମିସା ଜାଗ୍ରତ୍ ରଇକରି ସୁଆଲ୍ସୁତର୍ ଉଆ । ମୁଣ୍ଡର୍ ଚେଣ୍ଡିତେଇ ଚିକ୍ଚାକ୍ ନ କରି, ସୁନା କି ମୁକ୍ତା କି ଅଦିକ୍ ଦାମ୍ ଦେଇରଇବା ଲୁଗା ନ ପିନ୍ଦିକରି, ନିକ ବୁଦିସଙ୍ଗ୍ ମର୍ଜିତା ସଙ୍ଗ୍ ନିଜ୍କେ ମାନ୍ଲାପାରା ତିଆର୍ ଉଆ ।
ବିନ୍ ମାଇଜିମନ୍ ଜେନ୍ତାରିକି, ପିନ୍ଦାଅଡା ଅଇକରି, ସୁନାବାନା ପିନ୍ଦିକରି, ଚେଣ୍ଡି ସାଜାଡିକରି, ନିଜେ ସୁନ୍ଦର୍ ଅଇବାଇ, ତମେ ସେନ୍ତାରି ଉଆନାଇ ।