9 ତାକର୍ ଡେନାମନ୍ ଜାଡ୍ଲେ ଜୁଇଦ୍କେ ଜିବା ଗଡାର୍ ରତର୍ ସବଦ୍ ପାରା ସୁନିଅଇତେରଇଲା ।
ମୁଇ ମର୍ ଦର୍ସନେ ଗଡାମନ୍କେ ଆରି ତାର୍ ଚାଲାଉମନ୍କେ ଦେକ୍ଲି । ତାକର୍ ସାଞ୍ଜୁମନ୍ ଜଇପାରା ରଙ୍ଗ୍ ଆରି ନିଲି ପାରା ନିଲିଆ, ଅଲ୍ଦି ପାରା ରଇଲା । ସେ ଗଡା ମନର୍ ମୁଣ୍ଡ୍ ସିଅଁମନର୍ ମୁଣ୍ଡ୍ ପାରା ରଇଲା । ଆରି ତାକର୍ ଟଣ୍ଡେଅନି ଜଇ ଦୁଆଁ ଆରି ରକତ୍ ପାରାଟା ବାରଇତେରଇଲା ।