ରମିୟ 1:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ମୁଇ ପାଉଲ୍ ଏଟା ଲେକ୍ଲିନି, ମୁଇ କିରିସ୍ଟ ଜିସୁର୍ ଗଟେକ୍ ସେବାକାରିଆ । ପର୍ମେସର୍ ମକେ ବାଚ୍ଲା ଆରି ତାର୍ ନିମାନ୍ କବର୍ ଜାନାଇବାକେ ସର୍ପିଦେଲା । ରମ୍ ରାଇଜେ ରଇବା ତମର୍ ସବୁଲକର୍ପାଇ ମୁଇ ଏ ଚିଟି ପାଟାଇଲିନି । အခန်းကိုကြည့်ပါ။ |
ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।