10 ମୁଇ ପାର୍ତନା କଲାବେଲେ ତମ୍କେ ସବୁବେଲେ ଏତାଇଲିନି । ସେ ମନ୍ କଲେ, ମକେ ତମର୍ ଲଗେ ଜିବାକେ ବେଲା ଟିକ୍ କରି ଦେଅ ବଲି ପରମେସର୍କେ ଗୁଆରି କଲିନି ।
ଜିବା ବେଲାଇ ସେ ସେମନ୍କେ କଇଲା, “ଜଦି ପରମେସର୍ ମନ୍ କଲେ, ତମର୍ ଲଗେ ବାଉଡି ଆଇବି ।” ତାର୍ ପଚେ ସେ ଏପିସେ ଅନି ଜାଜେ ଚଗି ଗାଲା ।
ଏ ସବୁ ଗଟ୍ନା ପଚେ ପାଉଲ୍ ମାସିଦନିଆ ଆରି ଆକାୟା ବାଟ୍ ଦେଇ ଜିରୁସାଲମେ ଜିବାକେ ଟିକ୍ କଲା । ସେ କଇଲା, “ତେଇ ଗାଲା ପଚେ, ମୁଇ ରମ୍ ଦେସେ ମିସା ଜିବାର୍ ଆଚେ ।”
ଆମେ ତାକେ ବୁଜାଇ ନାପାରି, ତେଇଅନି ଚିମ୍ରାଇ ଅଇ କଇଲୁ “ମାପ୍ରୁ ମନ୍ କଲାଟା ପୁରାପୁରୁନ୍ ଅ ।”
ମୁଇ ଜାନିଆଚି, ତମର୍ଟାନେ କେଟ୍ଲାବେଲେ କିରିସ୍ଟର୍ ପୁରାପୁରୁନ୍ ଆସିର୍ବାଦ୍ନେଇ ମୁଇ ଆଇବି ।
ମୁଇ ପାଉଲ୍ ଆରି ଆମର୍ ସଙ୍ଗର୍ ବିସ୍ବାସି ସସ୍ତିନା ଜୁଆର୍ ଜାନାଇଲୁନି । ପର୍ମେସରର୍ ମନ୍ କଲା ଇସାବେ କିରିସ୍ଟ ଜିସୁର୍ ପେରିତ୍ ଅଇବାକେ ମକେ ବାଚିଆଚେ ।
ମାତର୍ ଜଦି ମାପ୍ରୁ ମନ୍ କଲେ ମୁଇ ଦାପ୍ରେ ତମର୍ଟାନେ ଆଇବି । ଏ ବଡ୍ପନିଆ ଲକ୍ମନ୍ କାଇ କାତା ଅଇଲାଇନି ବଲି ମୁଇ ନିଜେ ଜାନ୍ବି ଆରି ତାକର୍ ବପୁ ପରମେସରର୍ଟାନେଅନି କି ନାଇ, ସେଟା ଜାନ୍ବି ।
କାଇ ବିସଇ ନେଇକରି ମିସା ଚିନ୍ତା କରି ଦାନ୍ଦା ଉଆନାଇ । ତାର୍ ବାଦୁଲେ ସବୁ ଗଟ୍ନା ଅଇଲା ବେଲେ, ତମ୍କେ ଜାଇଟା ଲଡା ଆଚେ, ସେ ବିସଇ ପର୍ମେସର୍କେ ଗୁଆରି କରା । ଆରି ପାର୍ତନା କଲାବେଲେ, ତାକେ ଦନିଅବାଦ୍ ମିସା ଦିଆସ୍ ।
ମାତର୍ ତମର୍ଲଗେ ବାଉଡିଆଇବାକେ ଆମ୍କେ ବେସି ମନ୍ରଇଲା । ମୁଇ ନିଜେ ତମର୍ଲଗେ ବାଉଡିଆଇବାକେ ଗଟେକ୍ତର୍ ଚେସ୍ଟାକରିରଇଲି, ମାତର୍ ଏଟାର୍ପାଇ ଆମ୍କେ ସଇତାନ୍ ବାଦା ଦେଲା ।
ଏଟାଚାଡି ମର୍ପାଇ ଗଟେକ୍ ବାକ୍ରା ସାଜାଡି ର । କାଇକେବଇଲେ, ତୁଇ ପାର୍ତନା କଲା ଇସାବେ ମୁଇ ତର୍ଲଗେ ଦାପ୍ରେ କେଟିପାର୍ବି ।
ମର୍ପାଇ ମିସା ପାର୍ତନା କରା । ଜେନ୍ତାରି କି ପର୍ମେସର୍ ଦାପ୍ରେ ମକେ ତମର୍ଲଗେ ପାଟାଇସି ।
ତାର୍ ବାଦୁଲେ ତମେ ମାପ୍ରୁ ମନ୍ କଲେ ଆମେ ଜିଇକରି ଏନ୍ତାରି ନଇଲେ ସେନ୍ତାରି କରୁ ବଲି କଇବାର୍ ଆଚେ ।