ରମିୟ 1:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 କାଇକେବଇଲେ, ଗିରିକ୍ ଲକ୍ମନର୍ ପାରା ଗିଆନ୍ ରଇଲେ ମିସା, ମୁର୍କ ଲକ୍ ଅଇରଇଲେ ମିସା, ସିକିରଇବା ଲକ୍ ଅଇରଇଲେ ମିସା, କି ନ ସିକିରଇବା ଲକ୍ ଅଇରଇଲେ ମିସା, ଏ ସବୁ ଦଲର୍ ଲକ୍ମନର୍ ପାଇ ମର୍ ଦାଇତ୍ ଆଚେ । အခန်းကိုကြည့်ပါ။ |
ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।