15 ସେଟାର୍ ପାଇ ରମ୍ ଗଡର୍ ଲକ୍, ତମର୍ ଲଗେ ମିସା ନିମାନ୍ କବର୍ ଜାନାଇବାକେ ମୁଇ ମନ୍ କଲିନି ।
ତେବର୍ପାଇ ‘କେତ୍ ରଇଲା ପଦାଇ କାଟ୍ବାକେ ବେସି ଲକ୍କେ ପାଟାଆ’ ବଲି ତାସ୍ କଲା ସାଉକାର୍କେ ପାର୍ତନା କରା ।”
ଏ ମାଇଜି ଜେତ୍କି ପାର୍ଲା, ସେତ୍କି କଲାଆଚେ । ସେ ମର୍ ମଲା ଗାଗଡ୍ ମସ୍ନେ ତପ୍ବା ଆଗ୍ତୁ ଚିକନ୍ ଲାଗାଇଦେଲା ଆଚେ ।
ଜିସୁ ସେମନ୍କେ କଇଲା, “ମକେ ପାଟାଇରଇବା ପର୍ମେସର୍ ମନ୍କଲାଟା ମାନିକରି ଆରି ସେ ଦେଇରଇବା କାମ୍ ପୁରାପୁରୁନ୍ କର୍ବାଟାସେ ମର୍ କାଦି ।
ମାତର୍ ପାଉଲ୍ କଇଲା, “ତମେ ଏଟା କାଇଟା କଲାସ୍ନି, କାଇକେ ଏନ୍ତି କାନ୍ଦାବୁବା ଅଇ ମର୍ ମନ୍ କିଲ୍ବିଲ୍ କଲାସ୍ନି ? ଜିରୁସାଲାମ୍ ଅବ୍କା ବାନ୍ଦାଇ ଅଇବାକେସେ ନାଇ, ମାତର୍ ମୁଇ ମାପ୍ରୁ ଜିସୁର୍ ପାଇ ମର୍ବାକେ ମିସା ରାଜି ଆଚି ।”
ଆରି କବର୍ ନେଉକେ ନ ପାଟାଇଲେ କେନ୍ତି ଜାନାଇସି ? ଏ ବିସଇ ସାସ୍ତରେ ଲେକା ଆଚେ “ସୁବ୍କବର୍ ଜାନାଉମନ୍ ଆଇବାଟା, କେଡେ ସାର୍ଦାର୍ କାତା !”
ସବୁ ଲକର୍ ସଙ୍ଗ୍ ସୁସାରେ ଜିଇବାକେ ଜେତେକ୍ ପାରାସ୍, ସେତେକ୍ ଚେସ୍ଟା କରା ।
ଜନ୍ ଜାଗାମନ୍କେ ଲକ୍ମନ୍ କିରିସ୍ଟର୍ ବିସଇ ସୁନତ୍ନାଇ, ସିତି ତାର୍ କବର୍ ଜାନାଇବାର୍ ମର୍ ଆଦେସ୍ ରଇଲା । କାଇକେବଇଲେ ଜନ୍ଲକ୍ମନ୍କେ ସୁବ୍କବର୍ ବିନ୍ଲକ୍ମନ୍ ଜାନାଇ ସାରାଇଆଚତ୍, ତେଇ ମୁଇ ଆରିତରେକ୍ କଇବାକେ ମନ୍ କରିନାଇ ।
ଏଟା ଜଦି ମୁଇ ନିଜର୍ ମନ୍ କଲା ଇସାବେ କଲେ, କୁଲି ପାଇବାକେ ମର୍ ଅଦିକାର୍ ରଇତା । ମାତର୍ ପର୍ମେସର୍ ମକେ ଏ କାମ୍ ସର୍ପି ଦେଲାକେ, ମୁଇ ଏଟା କଲିନି ।
କାଇକେ ବଇଲେ ଜଦି ତମ୍କେ ଦାନ୍ ଦେବାକେ ମନ୍ଆଚେ, ତମର୍ ପାର୍ବା ଏତେକ୍ ଦେଲାସ୍ନି । ତମେ ଦେବାଟା ପର୍ମେସର୍ ସଙ୍ଗଇସି । କାଇକେବଇଲେ, ତମେ ନାପାର୍ବା ଏତ୍କି ଦିଆ ବଲି ମାଙ୍ଗେ ନାଇ ।