ରମିୟ 1:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ସେ ସୁବ୍ କବର୍ଟାନେ ମର୍ ପୁରାପୁରୁନ୍ ଆସାଆଚେ, ସେଟା ସିଗ୍ ପର୍ତମେ ଜିଉଦି ଲକ୍ମନର୍ ପାଇ ଆରି ତାର୍ ପଚେ ବିସ୍ବାସ୍ କର୍ବା ଜିଉଦି ନଇଲା ଲକ୍ମନର୍ ପାଇ ପରମେସରର୍ ବଡ୍ ବପୁ । အခန်းကိုကြည့်ပါ။ |
ସୁନତ୍ ଅଇବା ଆଗ୍ତୁ, ଅବ୍ରାଆମର୍ ବିସ୍ବାସ୍ ଲାଗି ପରମେସର୍ ତାକେ ଦରମ୍ ଲକ୍ ଇସାବେ ଡାକି ରଇଲା । ଏଟା ଜାନାଇବାକେ ଗଟେକ୍ ଚିନ୍ପାରା ଅବ୍ରାମ୍ ଏ ସୁନତ୍ବିଦି କର୍ବାଟା ନାମି ରଇଲା । ଜେନ୍ତାର୍କି ଜନ୍ ଲକ୍ମନ୍ ସୁନତ୍ ନ ଅଇକରି ମିସା, ବିସ୍ବାସ୍ କର୍ବାଇ, ସେମନ୍ ଦରମ୍ଲକ୍ ବଲି ଏଜାଇ ଅଇବାଇ । ସେଟାର୍ପାଇ ଗାଗଡ୍ ଇସାବେ ଅବ୍ରାଆମ୍ ସେମନର୍ ବାବା ବଲାଇଅଇସି,
ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।