18 ଜନ୍ ପାପି ଲକ୍ମନ୍ ନିଜର୍ କାରାପ୍ କାମେଅନି ସତ୍ ବିସଇ ଅଟ୍କାଇବାଇ, ସେମନର୍ ବିରଦେ ସର୍ଗେଅନି ପରମେସରର୍ ରିସା ଦେକାଇ ଅଇସି ।
କାଇକେବଇଲେ ପରମେସରର୍ ବିସଇନେଇ ଜାଇଟା ଜାନ୍ବାର୍ ରଇଲା ସେମନ୍ ସେଟା ଜାନ୍ଲାଇ ଆଚତ୍ । ପରମେସର୍ ନିଜେ ସେଟା ଦେକାଇ ଦେଲାଆଚେ ।
ଏ ଲକ୍ମନ୍ ପରମେସରର୍ ବିସଇନେଇ ନିମାନ୍ ବାବ୍ବାକେ ମନ୍ ନ କଲାର୍ ପାଇ, ପରମେସର୍ ସେମନ୍କେ ଚାଡି ଦେଲାଆଚେ । ଆରି ମନ୍ ବିତ୍ରେ କାରାପ୍ ଚିନ୍ତା କର୍ବାଟା କରତ୍ ବଲି ଚାଡିଦେଲାଆଚେ । ଏଟାର୍ପାଇ ସେମନ୍ ନ କର୍ବା କାମ୍ କର୍ବାଇ ।
ଜନ୍ ଲକ୍ମନ୍ ଏନ୍ତି ଚଲାଚଲ୍ତି କର୍ବାଇ ସେମନ୍ ମରିଜିବାଟା ନିକ । ପରମେସରର୍ ଏ ନିୟମ୍ ସେମନ୍ ଜାନ୍ଲେ ମିସା ଏନ୍ତିସେ ଚଲାଚଲ୍ତି କର୍ବାଇ, ଅବ୍କା ସେଟା ନଏଁ, ମାତର୍ ଏନ୍ତି ଚଲାଚଲ୍ତି କର୍ବା ଲକର୍ ବାଟେ ଅଇକରି, ସାର୍ଦା ସଙ୍ଗ୍ ଏଟା ଟିକ୍ ବଲି ସେମନ୍କେ କଇବାଇ ।
ଜନ୍ କାରାପ୍ କାମର୍ ଲାଗି ତମେ ବିନ୍ ଲକ୍ମନର୍ ଦସ୍ ଦାର୍ଲାସ୍ନି, ସେଟା ତମେ ନିଜେ କର୍ତେ ରଇସା, ସେଟାର୍ ପାଇ ତମେ ପରମେସରର୍ ବିଚାର୍ ଜାଗାଇ ଟିଆ ନଉଁ ବଲି ବାବ୍ଲାସ୍ନି କି ?
ତେବେ କାଇ ଜିଉଦିମନର୍ ଜିଉନା କାଉନା, ଜିଉଦି ନଇଲା ଲକ୍ମନର୍ଟାନେଅନି ଅଦିକ୍ ନିକ କି ? ନାଇ, ମୁଲ୍କେ ନାଇ ! ମୁଇ ଆଗ୍ତୁଅନି କଇଲି ଆଚି ଜେ, ସେମନ୍ ଦୁଇ ଦଲ୍ ଜାକ ପାପର୍ ସାସନେ ଆଚତ୍ ।
ନିୟମ୍ ନ ମାନ୍ଲାର୍ପାଇ ଲକ୍ମନ୍ ପରମେସରର୍ ବଡ୍ ରିସାଇ ପଡ୍ବାଇ । ମାତର୍ ଜନ୍ତି ନିୟମ୍ ନାଇ, ତେଇ ନିୟମ୍ ନ ମାନ୍ବା କାତା ଉଟେ ନାଇ ।
ଆମ୍କେ କେ ମିସା ଆକାସାକା ନ ରଇଲା ବେଲେ, ପରମେସର୍ ଟିକ୍ କଲା ବେଲାଇ କିରିସ୍ଟ ପାପିମନର୍ ପାଇ ମଲା ।
କିରିସ୍ଟର୍ ବନିର୍ଲାଗି ପରମେସର୍ ଆମ୍କେ ଦରମ୍ ଲକ୍ କଲାଆଚେ । ସେନ୍ତି ଆଲେ ପରମେସରର୍ ବଡ୍ ରିସାଇଅନି ଆମ୍କେ ରକିଆ କର୍ବାକେ କିରିସ୍ଟ କେତେକ୍ ମନ୍ଦିଆନ୍ ନ ଦେଏ !
କାରାପ୍ କାମର୍ ଲାଗି ଆମର୍ ଗାଗଡର୍ କଣ୍ଡେକ୍ ବାଗ୍ ମିସା ପାପ୍ କର୍ବାକେ ଦିଆସ୍ନାଇ । ମାତର୍ ଦରମ୍ କାମ୍ କର୍ବାପାଇ ତମର୍ ଗୁଲାଇ ଗାଗଡ୍ ତାକେ ସର୍ପି ଦିଆସ୍ । ପର୍ମେସର୍ ତମ୍କେ ମରନେଅନି ଜିବନ୍ କରି ଆନ୍ଲାଆଚେ ।
ବିନ୍ ଲକର୍ ଟାନେଅନି କାଇ ଲଡାକେ ନ ଆଇବା ଚୁଚା କାତା ସୁନି ନାଡାଇ ଉଆ ନାଇ । କାଇକେବଇଲେ, ଏନ୍ତାରି କରି ତାକେ ନ ନାମ୍ବା ଲକ୍ମନ୍କେ ପର୍ମେସର୍ ଡଣ୍ଡ୍ ଦେଇସି ।
ଏ ସବୁ କାମେ ବୁଡିକରି ଜନ୍ଲକ୍ମନ୍ ପର୍ମେସରର୍ କାତା ନ ମାନତ୍, ସେମନ୍କେ ତାର୍ ବଡ୍ ରିସା ଆଇସି ।
କେତେ କେତେ ଲକ୍ମନ୍ ସେ କର୍ବା କାମେ ଜାଇ କିଲ୍ବିଲ୍ ଅଇବାଇ ଆରି ନସ୍ଟ ଅଇଜିବାଇ । ଜନ୍ ସତ୍ ମାନିକରି ସେବାଟେ ଗାଲେ, ସେମନ୍ ନ ସର୍ବା ଜିବନ୍ ପାଇତାଇ, ସେଟା ଚାଡିଦେଇରଇବା ଲାଗି ସେମନ୍କେ ଏ ଦସା ଅଇସି ।
ଅଇଲେମିସା ସେ ବିପଦ୍ ଏବେ ନ ଗଟେତା । କାଇକେବଇଲେ ତାର୍ସଙ୍ଗ୍ ଜୁଜ୍ବାକେ ଏବେ ଗଟେକ୍ ବପୁ ଆଚେ । ସେଟା କାଇ ତମେ ଜାନାସ୍ କି ? ସମାନ୍ ବେଲାଇ ସେ କାରାପ୍ ଲକ୍ ବାରଇସି ।