19 କାଇକେବଇଲେ ପରମେସରର୍ ବିସଇନେଇ ଜାଇଟା ଜାନ୍ବାର୍ ରଇଲା ସେମନ୍ ସେଟା ଜାନ୍ଲାଇ ଆଚତ୍ । ପରମେସର୍ ନିଜେ ସେଟା ଦେକାଇ ଦେଲାଆଚେ ।
ସେ ସତ୍ ଏବେ ଉଜଲ୍ ଅଇଲା, ଏ ଉଜଲ୍ ଦୁନିଆଇ ଆଇଲା ଆରି ସବୁ ଲକ୍ମନର୍ ମନ୍ବିତ୍ରେ ରଇବା ଆଁକି ଡିସାଇଲା ।
ପରମେସର୍ ଜଗତ୍ ତିଆର୍ କଲାତେଇଅନି, ତାର୍ ନ ଦେକାଇଅଇବା ଗୁନ୍ ଅଇଲାନି, ତାର୍ କାବାଅଇଜିବା କାମ୍ ଆରି ନ ସାର୍ବା ବପୁ । ସେ ତିଆର୍ କଲା ବିସଇତେଇ ସେଟା ଦେକିଅଇଲାନି । ସେଟାର୍ ପାଇ ସେମନ୍ ନାଜାନୁବଲି କଇନାପାରତ୍ ।
ଜିଉଦିନଇଲା ଲକ୍ମନର୍ ନିୟମ୍ ନାଇ, ମାତର୍ ସେମନ୍ ଅବିଆସ୍ କରି ନିୟମର୍ ବିଦିମନ୍ ନାମ୍ବାଇ, ସେଟାସେ ସେମନର୍ ନିୟମ୍ ପାରା ।