ରମିୟ 1:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ପରମେସର୍ ଜଗତ୍ ତିଆର୍ କଲାତେଇଅନି, ତାର୍ ନ ଦେକାଇଅଇବା ଗୁନ୍ ଅଇଲାନି, ତାର୍ କାବାଅଇଜିବା କାମ୍ ଆରି ନ ସାର୍ବା ବପୁ । ସେ ତିଆର୍ କଲା ବିସଇତେଇ ସେଟା ଦେକିଅଇଲାନି । ସେଟାର୍ ପାଇ ସେମନ୍ ନାଜାନୁବଲି କଇନାପାରତ୍ । အခန်းကိုကြည့်ပါ။ |
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।