ରମିୟ 1:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ସତ୍ ପରମେସର୍କେ ନ ନାମିକରି ନସିଜିବା ମୁନୁସ୍, ପସୁ, ଚଡଇ, ସାଁପ୍ପାରା ପୁତ୍ଲା ତିଆର୍ କରି ସେଟାମନ୍କେ ପୁଜା କଲାଇନି । အခန်းကိုကြည့်ပါ။ |
କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ ଜନ୍ଟା କର୍ବାକେ ମନ୍ କର୍ବାଇ, ସେନ୍ତାରି ତମେମିସା କର୍ତେ ରଇଲାସ୍ । ଆରି ସେନ୍ତାରି କରି କରି ଚୁଚାଇ ଚୁଚାଇ ଦିନ୍ ଗାଲା । ତମର୍ ଗାଗଡର୍ ପାପେରଇବା ଗୁନ୍ଚଲନ୍ ଇସାବେ ଲାଜର୍ ବିସଇ, ପାଦ୍ରା କାମ୍ କର୍ବାକେ ମନ୍ କର୍ବା ବିସଇ, ମାତିରଇବା ବିସଇ, କରାପ୍ ବିସଇଟାନେ ମଜାମଜ୍ଲିସ୍ କର୍ବା ବିସଇ ଆରି ପର୍ମେସର୍ ଗିନ୍କର୍ବା ପୁତ୍ଲା ପୁଜା କର୍ବାଟାମନ୍ କର୍ତେରଇଲାସ୍ ।