24 ସେଟାର୍ ପାଇ ପରମେସର୍ ସେମନ୍କେ ଚାଡିଦେଲାଆଚେ, ଆରି ସେମନ୍ ନିଜର୍ ନିଜର୍ ମନ୍ କଲା କାରାପ୍ କାମେ ବୁଡି ରଇଲାଇନି । ସେମନ୍ ତାକର୍ ତାକର୍ ବିତ୍ରେ ଲାଜ୍ଅଇଜିବା ମିସାବିଡା କର୍ବାଟା ସଙ୍ଗଇଆଚତ୍ ।
ସେମନର୍ ବିସଇନେଇ ତେରେପେତେ ଉଆନାଇ । ସେମନ୍ କାଣାମନ୍କେ ବାଟ୍ ଦେକାଉ କାଣାମନ୍ । ଗଟେକ୍ କାଣା ଆରି ଗଟେକ୍ କାଣାକେ ବାଟ୍ଦେକାଇଲେ ଦୁଇ ଲକ୍ ଜାକ କାଲେ ଅଦର୍ବାଇ ।”
ପୁର୍ବେ ନିଜେ ମନ୍କରି ନିଜର୍ ବାଟେ ଜିବାକେ, ପରମେସର୍ ଲକ୍ମନ୍କେ ଚାଡିଦେଇ ରଇଲା ।
ସେଟାର୍ପାଇ ପର୍ମେସର୍ ସେମନ୍କେ ଦେକେନାଇ ଆରି ସେମନ୍କେ, ଆକାସର୍ ତାରାମନ୍ ପୁଜା କରତ୍ ବଲି ଚାଡିଦେଲା । ଏ ବିସଇ ବବିସତ୍ବକ୍ତାର୍ ବଇଟାନେ ଲେକା ଆଚେ, “ଏ ଇସ୍ରାଏଲ୍ ବଁସର୍ ଲକ୍ମନ୍, ମରୁବାଲି ବୁଏଁ ଚାଲିସ୍ବରସ୍ ଜାକ ତମେ ପସୁମନ୍କେ ମରାଇକରି ବଲି ଇସାବେ ଦେଲାସ୍ । ମାତର୍ ସେଟା ମର୍ପାଇ ଦେଇ ନ ରଇଲାସ୍ ।
ତମର୍ ନସିଜିବା ଗାଗଡ୍ ଉପ୍ରେ ଆରି ପାପ୍ ଅଦିକାର୍ ନ କର, ସେଟାର୍ପାଇ ଆମର୍ ଏ ଗାଗଡ୍ ମନ୍କର୍ବା କାରାପ୍ ବିସଇ ମାନିକରି ରୁଆନାଇ ।
କେତେଲକ୍ କଇବାଇ, ପେଟ୍ ଜଦି କାଦି କାଇବାକେ ମନ୍ କଲାନି ବଇଲେ କାଦି କାଇବାଟା ନିକ, । ମାତର୍ ମୁଇ କଇଲିନି, ପର୍ମେସର୍ ଗଟେକ୍ ଦିନ୍ ଏ ଦୁଇଟାକେ ମିସା କୁରୁପ୍ନାସ୍ କର୍ସି । ଗାଗଡ୍ ବେବିଚାର୍ କାମ୍ କର୍ବାକେ ନାଇ, ମାତର୍ ମାପ୍ରୁର୍ ସେବା କର୍ବାକେ ଲାଗ । ଗାଗଡ୍କେ ଦର୍କାର୍ ଅଇବାଟା ମାପ୍ରୁ ଜାଗାଇସି ।
ବେବିଚାର୍ କାମେଅନି ଦୁରିକେ ରୁଆ । ଲକ୍ମନ୍ କାଇ ବିନ୍ ପାପ୍ କଲେ ମିସା, ସେଟା ତାର୍ ଗାଗଡର୍ ବିରୁଦେ ନଏଁ । ମାତର୍ ଜେ ବେବିଚାର୍ କାମ୍ କର୍ସି, ସେ ନିଜର୍ ଗାଗଡ୍ ବିରୁଦେ ପାପ୍ କର୍ସି ।
ସତଇସେ ଆମେ ସବୁଜାକ, ସେ ରକାମ୍ ରଇଲୁ ଆରି ଗାଗଡର୍ ଆରି ମନର୍ ଲାଲ୍ସା ଇସାବେ ଜିଉନା କାଉନା କର୍ତେ ରଇଲୁ । ଆରି ଅଲ୍ଗା ଲକ୍ମନର୍ ପାରା ଆମେମିସା ପର୍ମେସରର୍ ରିସାର୍ ଡଣ୍ଡ୍ ପାଇବାକେ ଜାଇତେ ରଇଲୁ ।
ସବୁଲକ୍ ସୁକଲ୍ ଆରି ଆଲାଦ୍ସଙ୍ଗ୍ ନିଜର୍ ନିଜର୍ ମାଇଜିମନର୍ ସଙ୍ଗ୍ ରଇବାକେ ସିକା ।