ରମିୟ 1:25 - ସତିଅର୍ ବାଟ୍ ନୁଆ ନିୟମ୍ 202025 ସେମନ୍ ପରମେସରର୍ ବିସଇଟାନେ ରଇବା ସତ୍ ବାଦୁଲେ ମିଚ୍ ଦାରିକରି ଆଚତ୍ । ସବୁବେଲେ ଡାକ୍ପୁଟା ପାଇବା ପରମେସର୍କେ ପାର୍ତନା ନ କରି, ତିଆର୍ କଲା ଦିନ୍ସୁମନ୍କେ ପାର୍ତନା କଲାଇନି । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ଡାକ୍ପୁଟା ପାଅ ! ଆମେନ୍ । အခန်းကိုကြည့်ပါ။ |