ରମିୟ 1:26 - ସତିଅର୍ ବାଟ୍ ନୁଆ ନିୟମ୍ 202026 ସେମନ୍ ଲାଜ୍ଅଇଜିବା ପାପ୍କାମେ ବୁଡି ରଇଲାର୍ ପାଇ ପରମେସର୍ ସେମନ୍କେ ଚାଡି ଦେଲାଆଚେ । ତାକର୍ ମାଇଜିମନ୍ ନିଜର୍ ମୁନୁସ୍ମନର୍ ସଙ୍ଗ୍ ସୁଆବସା ନ ଅଇ, କାରାପ୍ ଇସାବେ ବିନ୍ ମୁନୁସ୍ମନର୍ ସଙ୍ଗ୍ ସୁଆବସା କଲାଇନି । အခန်းကိုကြည့်ပါ။ |
ବେବିଚାର୍ କାମ୍ କରି ପାପ୍ କର୍ବାଇ, ମୁନୁସ୍ମୁନୁସ୍ ବିତ୍ରେ ଆରି ମାଇଜିମାଇଜି ବିତ୍ରେ ବେବିଚାର୍ କାମ୍ କର୍ବା ଲକ୍ମନର୍ପାଇ, ଗତିଦାଙ୍ଗ୍ଡା ଇସାବେ ଲକ୍ମନ୍କେ ବିକ୍ବା ସାଉକାର୍ ମନର୍ପାଇ, ଜନ୍ ଲକ୍ ସତ୍ କଅତ୍ନାଇ, ସତ୍ସେ କଇବି ବଲି କାତା ଦେଇରଇକରି ମିଚ୍ କଇବା ଲକ୍ମନର୍ପାଇ ଆରି ପର୍ମେସରର୍ ବିସଇଟାନେ ରଇବା ସତ୍ ସିକିଆ ବିରୁଦେ ଜେତ୍କି ସବୁ କାତା ଉଟ୍ସି, ସେ ସବୁର୍ପାଇ ।
ସଦମ୍ ଗମ୍ରା ଆରି ତାର୍ ଚାରିବେଟ୍ତି ରଇବା ନଅର୍ମନର୍ ବିସଇ ଏତାଇଦେକା । ନ ଲିବ୍ବା ଜଇଟାନେ ଡଣ୍ଡ୍ ଇସାବେ ସେମନ୍ ଜେତ୍କି ଦୁକ୍ କସ୍ଟ ପାଇଲାଇ, ସେଟା ସବୁଲକର୍ପାଇ ଗଟେକ୍ ଜାଗ୍ରତ୍ ଅଇରଇବା ବିସଇ । ସେମନ୍ ଅବ୍କା ପାଦ୍ରା ପାଦ୍ରି କାମ୍ସେ କରତ୍ନାଇ ମାତର୍ ମନସ୍ ମନସ୍ ବିତ୍ରେ ମାଇଜି ମାଇଜି ବିତ୍ରେ ବେସିଆ କାମ୍ କର୍ତେ ରଇଲାଇ ।