ରମିୟ 1:27 - ସତିଅର୍ ବାଟ୍ ନୁଆ ନିୟମ୍ 202027 ସେନ୍ତାରିସେ ମୁନୁସ୍ମନ୍ ମିସା ଆଲାଦେ ମାଇଜି ସଙ୍ଗ୍ ସୁଆବସା ନ କରି ନିଜର୍ ନିଜର୍ ବିତ୍ରେ କାରାପ୍ ଅଇ ମିସାବିଡା ଅଇବା ଚିନ୍ତାଇ ଜଲି ଗାଲାଇନି । ମୁନୁସ୍ମନ୍ ତାକର୍ ତାକର୍ ବିତ୍ରେ ଲାଜ୍ ଅଇବା ଚଲାଚଲ୍ତି କଲାଇନି ଆରି ସେଟାର୍ ପାଇ ଡଣ୍ଡ୍ ପାଇବାକେ ତିଆର୍ ଅଇଲାଇନି । အခန်းကိုကြည့်ပါ။ |
ସଦମ୍ ଗମ୍ରା ଆରି ତାର୍ ଚାରିବେଟ୍ତି ରଇବା ନଅର୍ମନର୍ ବିସଇ ଏତାଇଦେକା । ନ ଲିବ୍ବା ଜଇଟାନେ ଡଣ୍ଡ୍ ଇସାବେ ସେମନ୍ ଜେତ୍କି ଦୁକ୍ କସ୍ଟ ପାଇଲାଇ, ସେଟା ସବୁଲକର୍ପାଇ ଗଟେକ୍ ଜାଗ୍ରତ୍ ଅଇରଇବା ବିସଇ । ସେମନ୍ ଅବ୍କା ପାଦ୍ରା ପାଦ୍ରି କାମ୍ସେ କରତ୍ନାଇ ମାତର୍ ମନସ୍ ମନସ୍ ବିତ୍ରେ ମାଇଜି ମାଇଜି ବିତ୍ରେ ବେସିଆ କାମ୍ କର୍ତେ ରଇଲାଇ ।