ରମିୟ 1:29 - ସତିଅର୍ ବାଟ୍ ନୁଆ ନିୟମ୍ 202029 ତାକର୍ ବିତ୍ରେ ସବୁରକାମର୍ କାରାପ୍ ବିସଇ, ଜନ୍ଟାମନ୍କି, କାରାପ୍ ଚିନ୍ତା କର୍ବାଟା, ବାନିଆ ଚିନ୍ତା କର୍ବାଟା, ଲବାଇବାଟା, ଲାଁଚ୍ ନେବାଟା, ତାକର୍ ତାକର୍ ବିତ୍ରେ ଇଁସାତଲା ଅଇବାଟା, ନର୍ ମରାଇବାଟା, କିରମାର ଅଇବାଟା, ନାଡାଇବାଟା, ଆଁକାର୍ କର୍ବାଟା ଆରି କୁଟ୍କାତା ଅଇବାଟା ବର୍ତି ଅଇଆଚେ । အခန်းကိုကြည့်ပါ။ |
ମୁଇ ବେସି ଚିନ୍ତାଇ ଆଚି, ମୁଇ ତମର୍ ଟାନେ ଆଇଲାବେଲେ, ମନ୍ ନ କର୍ବା ଚଲାଚଲ୍ତି ତମର୍ ବିତ୍ରେ ଦେକ୍ବି ମିସା । ସେନ୍ତାରି ଅଇଲେ, ମୁଇ ତମ୍କେ ଦମ୍କାଇବାକେ ପଡ୍ସି ଆରି ସେଟା ତମେ ମନ୍ ନ କରାସ୍ । ତେଇ କେତେଟା ଜୁଜିଆଲ୍ମନ୍, ଇଁସ୍ଲିଆମନ୍, ଦାପ୍ରେ ରିସା ଅଉମନ୍, ନିଜର୍ ବିସଇ ଦେକାଇ ଅଉମନ୍, ତାର୍ ବାଇମନ୍କେ ନିନ୍ଦା କରୁମନ୍, ତିପ୍ଲିଆମନ୍, ବଡ୍ପନିଆମନ୍, ଆରି ବିସ୍ବାସିମନ୍ ଗଟେକ୍ ମନ୍ ନ ଅଇଲାଟା ଦେକ୍ବି ।
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।