ରମିୟ 1:30 - ସତିଅର୍ ବାଟ୍ ନୁଆ ନିୟମ୍ 202030 ସେମନ୍ କାନେ ପୁସୁର୍ ପାସାର୍ ଅଇବାଟା, ବିନ୍ ଲକ୍କେ ନିନ୍ଦା କର୍ବାଟା, ପରମେସର୍କେ ଗିନ୍ କର୍ବାଟା, ବଡ୍ପନ୍ ଅଇବାଟା, ବଡ୍ପନିଆ କାତା ଅଇବାଟା, ବିନ୍ଲକ୍କେ ପାନ୍ଦେ ଅଦ୍ରାଇବାଟା, ଆରି ଆୟା ବାବାର୍ କାତା ନ ମାନ୍ବାଟା, အခန်းကိုကြည့်ပါ။ |
ତେବର୍ପାଇ ବିନ୍ ଲକର୍ କାମ୍ କଲାଟା ନେଇକରି ଆମେ ନିଜେ ଡାକ୍ପୁଟା ଅଉନାଇ । ସେ କାମ୍ କର୍ବାକେ ପର୍ମେସର୍ ଆମ୍କେ ଦେଏ ନାଇ । ମାତର୍ ତମର୍ ବିସ୍ବାସ୍ ଡାଟ୍ ଅ ବଲି ଆମେ ମନ୍ କଲୁନି । ଜେନ୍ତିକି ତମର୍ ଜାଗାଇ ଆମେ କର୍ବା କାମ୍ ଅଦିକ୍ ଅଦିକ୍ ଅଇସି । କାଇକେବଇଲେ ପର୍ମେସର୍ ଆମ୍କେ ଦେଇରଇବା କାମେଅନି ଅଦିକ୍ କର୍ବାକେ ଆମେ ମନ୍ କରୁନାଇ ।
ମୁଇ ବେସି ଚିନ୍ତାଇ ଆଚି, ମୁଇ ତମର୍ ଟାନେ ଆଇଲାବେଲେ, ମନ୍ ନ କର୍ବା ଚଲାଚଲ୍ତି ତମର୍ ବିତ୍ରେ ଦେକ୍ବି ମିସା । ସେନ୍ତାରି ଅଇଲେ, ମୁଇ ତମ୍କେ ଦମ୍କାଇବାକେ ପଡ୍ସି ଆରି ସେଟା ତମେ ମନ୍ ନ କରାସ୍ । ତେଇ କେତେଟା ଜୁଜିଆଲ୍ମନ୍, ଇଁସ୍ଲିଆମନ୍, ଦାପ୍ରେ ରିସା ଅଉମନ୍, ନିଜର୍ ବିସଇ ଦେକାଇ ଅଉମନ୍, ତାର୍ ବାଇମନ୍କେ ନିନ୍ଦା କରୁମନ୍, ତିପ୍ଲିଆମନ୍, ବଡ୍ପନିଆମନ୍, ଆରି ବିସ୍ବାସିମନ୍ ଗଟେକ୍ ମନ୍ ନ ଅଇଲାଟା ଦେକ୍ବି ।
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।