31 ଦରମ୍ ବିବେକ୍ ନ ଅଇବାଟା, କାତା ଦେଲା ପଚେ ସେଟା ବାଙ୍ଗାଇବାଟା, ତାକର୍ ବିତ୍ରେ ଆଲାଦ୍ ନ କର୍ବାଟା ଆରି ଜିବନ୍ ନ ଦୁକାଇବାଟା ।
ଜିସୁ କଇଲା, “ଆଜିକେ ଜାକ ବିନ୍ଲକ୍ମନର୍ତେଇ ଅନି ତମର୍ ବୁଜ୍ବା ବପୁ କଣ୍ଡେକ୍ ମିସା ଅଦିକ୍ ଅଏନାଇ ।
ଜିସୁ ସେମନ୍କେ କଇଲା, “ତମେ ମିସା କାଇ ବୁଜାସ୍ ନାଇ ? ଜନ୍ ଜିନିସ୍ ମିସା ବାଇରେ ଅନି ମୁନୁସ୍ମନର୍ ବିତ୍ରେ ପୁର୍ସି, ସେଟା ତାକେ ଆସାର୍ ନ କରେ ।
କେ ମିସା ଗିଆନ୍ ରଇବା ଲକ୍ ନାଇ । ସତଇସେ ପରମେସର୍କେ ଉପାସନା କର୍ବା ଲକ୍ ନାଇ ।
ବିନ୍ ଲକ୍ମନ୍କେ କେମା ନ ଦେବା ଲକ୍, ବିନ୍ ଲକର୍ ବିସଇ ମିଚ୍ କଇବା ଲକ୍, ନିଜେ ଜାଗ୍ରତ୍ ନ ରଇବା ଲକ୍, କିରଜାଟି ଅଇବା ଲକ୍, ନିକ ବିସଇ ଗିନ୍ କର୍ବା ଲକ୍,