ରମିୟ 10:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ମାତର୍ ସେମନ୍ ତାକେ ବିସ୍ବାସ୍ ନ କଲେ, କେନ୍ତି ତାର୍ ନାଉଁ ଦାରି ପାର୍ତନା କର୍ବାଇ ? ଆରି ତାର୍ ବିସଇର୍ ସୁବ୍କବର୍ ନ ସୁନିରଇଲେ କେନ୍ତି ବିସ୍ବାସ୍ କର୍ବାଇ ? ଆରି ସେମନ୍କେ କବର୍ ନ ସୁନାଇଲେ, କେନ୍ତି ସୁନ୍ବାଇ ? အခန်းကိုကြည့်ပါ။ |
ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା ।