ରମିୟ 10:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ମାତର୍ ମୁଇ ପାଚାର୍ଲିନି ଇସ୍ରାଏଲର୍ ଲକ୍ମନ୍ କାଇ, ସେ କବର୍ ସୁନତ୍ ନାଇ କି ? ବାଇଦରେ ସୁନିଆଚତ୍, କାଇକେବଇଲେ ଲେକାଆଚେ, “ଜାନାଉମନର୍ ସବଦ୍ ଗୁଲାଇ ଜଗତ୍ ଡାବିଅଇଗାଲା ଆଚେ, ସେମନର୍ କାତା ରାଇଜ୍ ଚିଡ୍ଲା ଜାକ କେଟ୍ଲା ଆଚେ ।” အခန်းကိုကြည့်ပါ။ |