ରମିୟ 10:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ଆରି ତରେକ୍ ମୁଇ ପାଚାର୍ଲିନି, ଇସ୍ରାଏଲର୍ ଲକ୍ମନ୍ ସେଟା ନିକସଙ୍ଗ୍ ବୁଜତ୍ ନାଇ କି ? ଉଁ ବୁଜିଆଚତ୍ । କାଇକେବଇଲେ ବେସି ବରସ୍ ଆଗ୍ତୁ ମସା ଉତର୍ଦେଇ ଲେକ୍ଲା ଆଚେ, ଗଟେକ୍ ନାଜାନ୍ଲା ଜାତିକେ ସାଇଜ କରି ମର୍ ଲକ୍ମନ୍କେ ଇଁସା କରାଇବି । ସେନ୍ତି ଗଟେକ୍ ବକୁଆ ଜାତିର୍ ଲକ୍କେ ଦୟାକରି ମୁଇ ସେମନ୍କେ ରିସା କରାଇବି । အခန်းကိုကြည့်ပါ။ |
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।