ରମିୟ 10:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ଲକ୍ମନ୍କେ ନିଜର୍ ମୁଆଟେ ଦରମ୍ ବଲାଇ ଅଇବାକେ, ପରମେସର୍ ଜନ୍ ଜଜ୍ନା କଲା, ସେଟା ସେମନ୍ ନିଚ୍ଲାଇ । ମାତର୍ ନିଜେ ଜଜ୍ନା ତିଆର୍ କରି, ନିୟମର୍ ବାଟେ ଇଣ୍ଡ୍ଲାଇ । အခန်းကိုကြည့်ပါ။ |
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।