4 କିରିସ୍ଟ ଆଇଲାତେଇଅନି ନିୟମ୍ ମାନ୍ବାଟା କାଇ ମୁଲିଅ ନାଇ । ଜେନ୍ତାରି କି ତାକେସେ ବିସ୍ବାସ୍ କଲେ, ମୁନୁସ୍ ପରମେସରର୍ ମୁଆଟେ ଦରମ୍ ଲକ୍ ବଲି ଏଜାଇ ଅଇସି ।
ମାତର୍ ଜିସୁ ତାକେ କଇଲା, “ମର୍ କାତାଇ ରାଜି ଅଇ ଜା । କାଇକେବଇଲେ ଏଟାର୍ ଲାଗି ଆମେ ପର୍ମେସର୍ ମନ୍ କରିରଇବା କାମ୍ କରିଅଇସି ।” ସେଟାର୍ପାଇ ଜଅନ୍ ତାକେ ଡୁବନ୍ ଦେବାକେ ରାଜି ଅଇଲା ।
କାଇକେ ବଇଲେ ପର୍ମେସର୍ ଆମ୍କେ ମସାର୍ଟାନେଅନି ନିୟମ୍ ଦେଲା ଆଚେ । ମାତର୍ ଜିସୁ କିରିସ୍ଟର୍ଟାନେଅନି ଆମ୍କେ ଜିବନ୍ ଦୁକାଇ ସତ୍ ବାଟ୍ ଆଇଲା ଆଚେ ।
ଉଜେ ଜିସୁକିରିସ୍ଟକେ ବିସ୍ବାସ୍ କଲାକେ ଏବେ ଆମେ ପରମେସରର୍ ଦେକ୍ବା ଇସାବେ ଦରମ୍ ଲକ୍ ବଲାଇ ଅଇଆଚୁ । ପରମେସର୍ କେତେ ଲକ୍କେ ଆଲାଦ୍ କରି ଆରି କେତେକ୍ ଲକ୍କେ ଗିନ୍ କରେନାଇ । କିରିସ୍ଟକେ ବିସ୍ବାସ୍କର୍ବା ସବୁ ଲକ୍ମନ୍କେ ଏ ଅଦିକାର ଦେଲାଆଚେ ।
ମାତର୍ ପର୍ମେସର୍ ତମ୍କେ କିରିସ୍ଟ ଜିସୁର୍ ସଙ୍ଗ୍ ମିସାଇଆଚେ ଆରି ସେ କିରିସ୍ଟକେସେ ଆମର୍ପାଇ ଗିଆନ୍ ପାରା କରିଆଚେ । ତାର୍ଲାଗି ଆମେ ପର୍ମେସର୍ ସଙ୍ଗ୍ ସତ୍ ମିସାବିଡା ଅଇଲାଟା ଆରିତରେକ୍ ଜଡିଅଇଲାଆଚେ । ଆମେ ଦରମ୍ ଆରି ସୁକଲ୍ ଲକ୍ ଅଇ ପାପେ ଅନି ମୁକ୍ତି ପାଇଆଚୁ ।
କିରିସ୍ଟର୍ ଆଇବା ଜାକ ଆମେ ନିୟମର୍ ତଲେ ରଇଲୁ । ମାତର୍ ତାର୍ ପଚେ, କାଲି ବିସ୍ବାସେଅନି ଆମେ ପରମେସରର୍ ମୁଆଟେ ଦସି ନଇଲା ଲକ୍ ବଲାଇ ଅଇବୁ ।
ଜେନ୍ତିକି ଦର୍କାର୍ ରଇଲା ମୁଲିଅ ଦେଇ, ନିଅମର୍ ବନ୍ଦନେଅନି ଲକ୍ମନ୍କେ ମୁକ୍ଲାଇବାକେ ଆରି ସେମନ୍କେ ପରମେସରର୍ ପିଲାଜିଲା ଅଇବାକେ ବେଲା ଟିକ୍ କର୍ବାକେ, ତାର୍ ଜିବନର୍ ଆଦେସ୍ ରଇଲା ।
ଆରି ତମେ ତାର୍ ସଙ୍ଗ୍ ମିସିରଇଲାର୍ପାଇ ଆତ୍ମା ଇସାବେ ପୁରାପୁରୁନ୍ ଅଇଆଚାସ୍ । ବିନ୍ ବିନ୍ ବପୁ ଆରି ଅଦିକାର୍ ଉପ୍ରେ ରଇ, କିରିସ୍ଟର୍ ସାସନ୍ ବଡ୍ ।
ଏ ସବୁ ନିୟମ୍ ପର୍ମେସର୍ ଆମ୍କେ ଦେବିବଲି କାତାଦେଇରଇବା ବିସଇର୍ ଚିନ୍ । ଏ ସବୁ ନିୟମର୍ ଚିନ୍ କିରିସ୍ଟର୍ଟାନେ ପୁରାପୁରୁନ୍ ସିଦ୍ ଅଇସି ।
ଗଟେକ୍ ବଲିର୍ଲାଗି ଆମେ ଜେତ୍କିଲକ୍ ପାପେଅନି ଦଇଅଇ ଆଚୁ, ସେ ଆମ୍କେ ସବୁଦିନର୍ ପାଇ ସିଦ୍ କରି ଆଚେ ।