ରମିୟ 10:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ମାତର୍ ଲକ୍ମନ୍ ବିସ୍ବାସ୍କରି ପର୍ମେସରର୍ ମୁଆଟେ ଦରମ୍ ବଲାଇଅଇବାଇ, ସେ ବିସଇ ସାସ୍ତରେ ଏନ୍ତି ଲେକାଆଚେ, କେ ସର୍ଗେ ଜାଇକରି କିରିସ୍ଟକେ ଉତ୍ରାଇ ଆନ୍ସି ? ବଲି ମନେ ମନେ କଇ ଉଆନାଇ । အခန်းကိုကြည့်ပါ။ |
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।
ନଅର୍ ବିସଇ ବାବିଦେକା । ତାର୍ ବିସ୍ବାସର୍ ଲାଗି ପଚ୍କେ ଅଇବା ବିସଇ ପର୍ମେସର୍ ତାକେ ଜାଗ୍ରତ୍ କରାଇଲାକେ, ସେ କାତା, ସେ ଏଲାକରେ ନାଇ । ତାର୍ ଆଗ୍ତୁ ସେ ସେନ୍ତାରିଟା କାଇଟା ନ ଦେକିରଇଲେ ମିସା, ସେ ବିସ୍ବାସ୍ କଲା । ତାର୍ପଚେ ସେ ଆରି ତାର୍ କୁଟୁମ୍ ରକିଆ ପାଇବାକେ ଗଟେକ୍ ବଡ୍ ଡଙ୍ଗା ତିଆର୍ କଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ଲକ୍ ବଲି ଏଜ୍ଲା, ମାତର୍ ବିନ୍ଲକ୍ମନ୍କେ ଦସି କଲା ।