7 ଆରି କୁଆନାଇ, କେ ପାତାଲେ ଜାଇକରି କିରିସ୍ଟକେ ମଲାଟାନେଅନି ଆରିତରେକ୍ ଉଟାଇ ଆନ୍ସି ?
ଆରି ଜିସୁ ଜେନ୍ତିକି ସେମନ୍କେ ପାତାଲେ ଜିବାକେ ଆଦେସ୍ ନ ଦେଏ, ଏଟାର୍ ପାଇ ସେମନ୍ ତାକେ ବାବୁଜିଆ କର୍ବାର୍ ଦାର୍ଲାଇ ।
ମାପ୍ରୁ ଜିସୁ ଆମର୍ ପାପର୍ ଲାଗି ମରିରଇଲା ଆରି ପରମେସରର୍ତେଇ ଆମ୍କେ ଦରମ୍ ଲକ୍ କରାଇବାକେ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ।
ଆମର୍ ମାପ୍ରୁ ଜିସୁକେ ପର୍ମେସର୍ ମଲାତେଇଅନି ଉଟାଇଲା । ସେ ଗଟେକ୍ ଗଉଡ୍ପାରା ଆମ୍କେ ଜାଗିରଇସି । ଆମେ ପର୍ମେସର୍ ସଙ୍ଗ୍ ସବୁଦିନର୍ପାଇ ଗଟେକ୍ ଅଇବାଟାକେ ତାର୍ ବନି ଜରାଇଲା ।
କିରିସ୍ଟ ମିସା ଆମର୍ ପାପର୍ଲାଗି ଏକାତରେକ୍ ସବୁଲକର୍ପାଇ ଦୁକ୍କସ୍ଟ ଅଇ ମୁର୍ଚିକରି ମଲା । ସେ ଦରମ୍ ରଇ ପାପ୍କରିରଇବା ଲକ୍ମନ୍କେ ପର୍ମେସରର୍ ଲଗେ ଆନ୍ବାକେ ମରିଜାଇରଇଲା । ଲକ୍ମନ୍ ତାର୍ ଗାଗଡ୍ ମରାଇଲାଇ, ମାତର୍ ତାର୍ ଆତ୍ମା ଜିବନ୍ ଅଇଆଚେ ।
ସେ ସର୍ଗେ ବାଉଡି ଜାଇ ପର୍ମେସରର୍ ଉଜାବାଟେ ଆଚେ । ସର୍ଗେ ରଇବା ସବୁ ଦୁତ୍, ଅଦିକାର୍ ଆରି ବପୁ ଉପ୍ରେ ସେ ସାସନ୍ କଲାନି ।
ମୁଇସେ ଜିବନ୍ ରଇବା ଲକ୍ । କାଇକେବଇଲେ ମୁଇ ମରିରଇଲି ମିସା ଦେକା କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚିକରି ଆଚି । ମର୍ ଆତେ ମରନର୍ ଆରି ପାତାଲର୍ କୁଚିକାଡି ଆଚେ । ମରିରଇବା ସବୁ ଲକ୍ମନର୍ ଉପ୍ରେ ଆରି ମଲାଲକ୍ମନ୍କେ କନ୍ତି ପାଟାଇବାର୍, ସେଟା ମର୍ ଅଦିକାର୍ଆଚେ ।